Posted inଜାତୀୟ

ପାକିସ୍ତାନ ଉପରେ ପୁଣିଥରେ ବର୍ଷିଲେ ରାଜନାଥ

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପ୍ରଚାରର ଶେଷ ଦିନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ ପାକିସ୍ତାନ ଉପରେ ଖୁବ୍ ବର୍ଷିଛନ୍ତି । ରାଜନାଥ କହିଛନ୍ତି ପାକସ୍ତାନ ଯଦି ଭାବୁଛି ପିଓକେ ତା’ର ବୋଲି ତେବେ ଏହା ଭୁଲ୍ । କାରଣ ପିଓକେ ଭାରତର ଥିଲା ଓ ରହିବ । ଏହାପରେ ରାଜନାଥ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ କଥା ଉଠାଇଥିଲେ । ସେ ପାକିସ୍ତାନ ସାଂସଦଙ୍କ କଥାକୁ ନେଇ କହିଥିଲେ ପାକିସ୍ତାନ କିପରି ଅଭିନନ୍ଦନ ବର୍ଥମାନଙ୍କୁ ନେଇ ଭୟ ପାଇ ଯାଇଥିଲା । ଅନ୍ୟପଟେ ସୀମାରେ ଚାଇନା ସହ ଲାଗି ରହିଥିବା ବିବାଦକୁ ନେଇ ରାଜନାଥ କହିଛନ୍ତି ଭାରତୀୟ ସେନା ଯେଉଁଭଳି ଭାବେ ନିଜର ପରାକ୍ରମ ଦେଖାଇଛନ୍ତି ତାହା ବାସ୍ତବରେ ପ୍ରଶଂସନୀୟ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri