କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା ଗସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାଜପା ବିଧାୟକ ଦଳ ବୈଠକରେ ଦୁଇ କେନ୍ଦ୍ର ମନ୍ତ୍ରୀ ଯୋଗ ଦେବେ ଏବଂ କିଏ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ତର୍ଜମା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri