Posted inଜାତୀୟ

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ ପ୍ରଥମେ ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ଏହାପରେ ଲକ୍ଷ୍ନୌରେ ଥିବା ଭାଜପା କାର୍ଯ୍ୟାଳୟଠାରୁ ପ୍ରାୟ ୧୨ କିଲୋମିଟର ପର୍ଯ୍ୟନ୍ତ ଏକ ରୋଡ ଶୋ’ କରିଥିଲେ। ରାଜନାଥ ତାଙ୍କ ସମର୍ଥକଙ୍କ ସହ ରାଲିରେ ଆସି ଜିଲ୍ଲାପାଳଙ୍କ କାର୍ଯାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏହି ସମୟରେ ତାଙ୍କ ସହ ଦଳର ବହୁ ନେତା ଏବଂ ଜେଡିୟୁ ସାଧାରଣ ସଂପାଦକ କେ ସି ତ୍ୟାଗୀ ପ୍ରମୁଖ ଉପସ୍ଥିତ ଥିଲେ। ହେଲେ ଏହି ସମୟରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସାମିଲ ହୋଇନଥିଲେ। ନିର୍ବାଚନ ପ୍ରଚାର ସମୟରେ ବିବାଦୀୟ ବୟାନ ଦେଇଥିବା ଯୋଗୁ ନିର୍ବାଚନ ଆୟୋଗ ତାଙ୍କ ଉପରେ ୭୨ ଘଣ୍ଟିଆ ପ୍ରତିବନ୍ଧକ ଲଗାଇଛନ୍ତି। ଅପରପକ୍ଷରେ ଏହି ରାଲିରେ ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୋର୍ଯ୍ୟ ଏବଂ ଦିନେଶ ଶର୍ମାଙ୍କ ସମେତ ଯୋଗୀ ସରକାରଙ୍କ ବହୁ ବରିଷ୍ଠ ମନ୍ତ୍ରୀ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ ଯେ, ୨୦୧୪ରେ ରାଜନାଥ ସିଂହ ଏହି ଆସନରୁ ବହୁ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ୫୯.୮୩, ପଞ୍ଜାବରେ ୬୪.୨୭ ମତଦାନ

ଲକ୍ଷ୍ନୌ/ଚଣ୍ଡିଗଡ,୨୦।୨: ଉତ୍ତରପ୍ରଦେଶର ୧୬ଟି ଜିଲାର ୫୯ଟି ଆସନରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ୫୯.୮୩ ପ୍ରତିଶତ ଭୋଟିଂ ହୋଇଛି। ଲଲିତପୁର...

ଅଯୋଧ୍ୟା ଯିବେ ଶିବସେନା ମୁଖ୍ୟ

ମୁମ୍ବାଇ,୯।୧୧: ଗୋଟିଏ ପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚାରେ ଅଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଅନ୍ୟପଟେ ଶନିବାର ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ...

କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା...

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ...

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି…

ନୂଆଦିଲ୍ଲୀ,୨୫।୧୨ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ତାଙ୍କ ସମାଧିସ୍ଥଳରେ ପହଞ୍ଚିଥିଲେ।...

ନୂଆ ସହଯୋଗୀଙ୍କ ବିନା ନିର୍ବାଚନ ଲଢ଼ିବା ରାସ୍ତାରେ କଂଗ୍ରେସ…

କନ୍ୟାକୁମାରୀ, ୮।୯ : ଗୁରୁବାର ଠାରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡ ପଦଯାତ୍ରା ସହିତ ଦଳ ବଡ଼ ଯୋଜନା କରିବା ଆରମ୍ଭ କରିଛି। ଏହା...

ପଶ୍ଚିମବଙ୍ଗ ଡାକ୍ତରଙ୍କୁ ଆଇଏମ୍‌ଏର ସମର୍ଥନ: ୧୭ରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ନୂଆଦିଲ୍ଲୀ,୧୫ା୬(ପି.ଟି.) କୋଲକାତାରେ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ୪ ଦିନ ଧରି ଚାଲିଥିବା ଆନ୍ଦୋଳନ ବ୍ୟାପକ ହୋଇଛି। ଡାକ୍ତରମାନଙ୍କ ଆନ୍ଦୋଳନକୁ ବିଭିନ୍ନ ମହଲରୁ ସମର୍ଥନ ମିଳିଛି।...

ଗଣିବେ ହଜାରେ କୋଟି

ନୂଆଦିଲ୍ଲୀ,୩୧।୧୨: ଟିକସ ଫାଙ୍କି ଥିବାରୁ ମୋବାଇଲ ନିର୍ମାତା ସାଓମି ଏବଂ ଓପ୍ପୋକୁ ୧୦୦୦ କୋଟି ଟଙ୍କାର ଫାଇନ ଦେବାକୁ ପଡ଼ିପାରେ। ଏ ନେଇ ସୂଚନା ଦେଇଛନ୍ତି...

Advertisement
Archives

Model This Week