Odisha Elections 2024

ଇଟାଲୀ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ରାଜନାଥ ସିଂ

ରୋମ,୧୦।୧୦: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସୋମବାର ଠାରୁ ଇଟାଲୀ ଏବଂ ଫ୍ରାନ୍ସ ଗସ୍ତରେ ଆସି ଦ୍ୱିପାକ୍ଷିକ ରଣନୀତିକ ସମ୍ପର୍କ ଏବଂ ସାମରିକ ହାର୍ଡୱେୟାରର ମିଳିତ ବିକାଶ ପାଇଁ ଶିଳ୍ପ ସହଯୋଗ ବିଷୟରେ ଆଲୋଚନା କରିବେ। ପ୍ରଥମ ପର୍ଯ୍ୟାୟରେ ରାଜନାଥ ସିଂ ରୋମରେ ପହଞ୍ଚିଥିଲେ। ସେ ଏଠାରେ ତାଙ୍କର ଇଟାଲୀୟ ପ୍ରତିପକ୍ଷ ଗୁଡୋ କ୍ରିସେଟୋଙ୍କୁ ଭେଟିଛନ୍ତି।

ରାଜନାଥ ସିଂ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ଯେ, ଇଟାଲୀର ପ୍ରତିରକ୍ଷା ମନ୍ତ୍ରୀ କ୍ରିସେଟୋଙ୍କ ସହ ତାଙ୍କର ଏକ ସାକ୍ଷାତ ହୋଇଛି। ଏହି ସମୟରେ ଆମେ ପ୍ରତିରକ୍ଷା ସହଯୋଗ ସହ ଜଡିତ ଅନେକ ବିଷୟ ଉପରେ ଆଲୋଚନା କରିଥିଲୁ, ଯେଉଁଥିରେ ତାଲିମ, ସୂଚନା ବାଣ୍ଟିବା ଏବଂ ସାମୁଦ୍ରିକ ସୁରକ୍ଷା ସାମିଲ ଥିଲା। ସେ କହିଛନ୍ତି, ଭାରତ ଏବଂ ଇଟାଲୀ ମଧ୍ୟରେ ପ୍ରତିରକ୍ଷା ସହଯୋଗ ଉପରେ ଏକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହୋଇଛି। ଆମର ପ୍ରତିରକ୍ଷା ସହଭାଗୀତାକୁ ଆହୁରି ମଜବୁତ କରିବାକୁ ଆମେ ଅପେକ୍ଷା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri