Posted inଜାତୀୟ

ତିନି ସେନାମୁଖ୍ୟଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଲେ ରାଜନାଥ

ନୂଆଦିଲ୍ଲୀ,୧୧ ।୯: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ଜେନରାଲ ବିପିନ ରାୱତ ଓ ତିନି ସେନାମୁଖ୍ୟଙ୍କ ସହ ଚାଇନା ସୀମାର ସ୍ଥିତିକୁ ନେଇ ଚର୍ଚ୍ଚା କରିଛନ୍ତି । ଏହାସହ ସୁରକ୍ଷା ସମୀକ୍ଷା ସମ୍ପର୍କରେ ଚର୍ଚ୍ଚା କରିଛନ୍ତି । ଏହି ସୂଚନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗୋଟିଏ ପଟେ ବୈଦେଶିକ ମନ୍ତ୍ରୀ ଗୁରୁବାର ମସ୍କୋରେ ଚାଇନା ସମକକ୍ଷ ବାଙ୍ଗ ୟିଙ୍କ ସହ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ଚାଇନା ସୀମାକୁ ନେଇ ରାଜନାଥଙ୍କ ଏହି ବୈଠକ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri