Posted inଜାତୀୟ

‘ପୁଷ୍ପା’ ଫିଲ୍ମର ଡାଏଲଗ୍‌ ମାରିଲେ ପ୍ରତିରକ୍ଷା ମନ୍ତ୍ରୀ

ପିଥୋରାଗଡ,୮।୨:ଆଜିକାଲି ଦକ୍ଷିଣ ଭାରତର ପ୍ରସିଦ୍ଧ ଫିଲ୍ମ ‘ପୁଷ୍ପା’କୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଯଦିଓ ଏହି ଫିଲ୍ମକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା, କିନ୍ତୁ ଏବେ ଏହା ରାଜନୀତିର କରିଡରରେ ମଧ୍ୟ ପହଞ୍ଚିଛି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଏହି ଫିଲ୍ମର ଡାଏଲଗ୍‌ ମାରିଛନ୍ତି।
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଉତ୍ତରାଖଣ୍ଡର ପିଥୋରାଗଡ ଜିଲାର ଗାଙ୍ଗୋଲିହାଟରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ରାଜନାଥ ପୁଷ୍ପା ଫିଲ୍ମର ସଂଳାପକୁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ଯୋଡି ଭିନ୍ନ ଉପାୟରେ ଉପସ୍ଥାପନ କରିଥିଲେ। ସେ କହିଛନ୍ତି, ଭାଜପାର ସ୍ଲୋଗାନ ହେଉଛି ସବକା ସାଥ, ସବକା ବିକାଶ। କଂଗ୍ରେସର ସ୍ଲୋଗାନ ହେଉଛି ଅପ୍‌ନା ବିକାଶ ଏବଂ ସବକା ଅବିଶ୍ୱାସ। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଆଜିକାଲି ପୁଷ୍ପା ଫିଲ୍ମର ନାମ ବହୁ ଚର୍ଚ୍ଚିତ ଏବଂ ଆମର ମୁଖ୍ୟମନ୍ତ୍ରୀଙ୍କ ନାମ ପୁଷ୍କର, କିନ୍ତୁ ପୁଷ୍କରଙ୍କ ନାମ ଶୁଣିବା ପରେ କଂଗ୍ରେସ ଲୋକମାନେ ବୁଝିଛନ୍ତି ଯେ ଏହି ପୁଷ୍କର ଏକ ଫୁଲ, କିନ୍ତୁ ମୁଁ ସେମାନଙ୍କୁ କହିବାକୁ ଚାହୁଁଛି ଆମ ପୁଷ୍କର ଫୁଲ ଆଉ ନିଆଁ ମଧ୍ୟ। ଆମର ପୁଷ୍କର କଦାପି ନତମସ୍ତକ ହେବ ନାହିଁ କି ରୋକିବ ନାହିଁ।
ଏହାପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ କଂଗ୍ରେସକୁ ଟାର୍ଗେଟ କରିଥିଲେ। କଂଗ୍ରେସର କୌଣସି ନୀତି ନାହିଁ, ଉଦ୍ଦେଶ୍ୟ ନାହିଁ ଏବଂ ସେମାନଙ୍କର ବିକାଶରେ କୌଣସି ବିଶ୍ୱାସ ନାହିଁ। କଂଗ୍ରେସ ସର୍ବଦା ଦେଶ ଓ ରାଜ୍ୟକୁ ଲୁଟ କରିଆସୁଛି। ଆମେ ଉତ୍ତରାଖଣ୍ଡକୁ ଆଉ ମୁଣ୍ଡ ନୁଆଁଇବାକୁ ଦେବୁ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ,୫।୨: ଜମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପ୍ରାୟ ୨୦ ସେକେଣ୍ଡ ଧରି...

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ...

ସୋପୋର ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ,୨୧ ।୬: ଜମ୍ମୁ-କଶ୍ମୀରର ସୋପୋରରେ ସୁରକ୍ଷାର୍କମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।...

୬ ଦୋଷୀଙ୍କ ମୁକ୍ତି ପଥ ଫିଟିପାରେ

ନୂଆଦିଲ୍ଲୀ/ଚେନ୍ନାଇ, ୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଏ.ଜି. ପେରାରିଭଲନ୍‌ ମୁକୁଳିବା ପରେ ଦୋଷୀ ସାବ୍ୟସ୍ତ ହୋଇ ଜେଲଦଣ୍ଡ ଭୋଗୁଥିବା ସନ୍ଥନ, ମୁରୁଗାନ,...

ପଶ୍ଚିମବଙ୍ଗରେ ବିସ୍ଫୋରଣ: ୩ ମୃତ, ଜଣେ ଗୁରୁତର

କୋଲକାତା,୨୯।୧୦: ପଞ୍ଚିମବଙ୍ଗର ଫର୍ଜିପାରାରେ ଥିବା ବର୍ଡ଼ର ଆଉଟପୋଷ୍ଟ ପାଖରେ ବୋମା ବିସ୍ପୋରଣ ହୋଇଥିବା ଜଣାପଡିଛି। ଏହି ବିସ୍ପୋରଣରେ ତିନି ଜଣ ଗୋରୁଚାଲାଣକାରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ...

ନବଜାତ ଶିଶୁ ପଛରେ ଲାଞ୍ଜ

ନୂଆଦିଲ୍ଲୀ,୨୫।୯: ବେଳେ ବେଳେ କତେକ ନବଜାତ ଶିଶୁଙ୍କ ଶରୀରରେ ନିଆରା ଅଙ୍ଗପ୍ରତ୍ୟେଙ୍ଗ ଦେଖିବାକୁ ମିଳିଥାଏ। ପ୍ରାୟ ସମୟରେ କେତେକଙ୍କ ଶରୀରରେ ଅଧିକ କେଶ ରହିଥାଏ ତ...

ଆଜି ଆସୁଛନ୍ତି ପୁଟିନ୍‌

ନୂଆଦିଲ୍ଲୀ, ୬ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସୋମବାର ଭାରତ ଆସିବେ। ୨୧ତମ ଭାରତ-ରୁଷିଆ ବାର୍ଷିକ ସମ୍ମିଳନୀରେ ସେ ଯୋଗଦେବେ। ୨୦୧୯ ନଭେମ୍ବରରେ ବ୍ରିକ୍ସ ସମ୍ମିଳନୀ...

ବିବାଦ ପରେ ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରିନେଲେ ସବ୍ୟସାଚୀ

ମୁମ୍ବାଇ: ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀ ନିଜର ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରି ନେଇଛନ୍ତି। ବାସ୍ତବରେ ସବ୍ୟସାଚୀ ମଙ୍ଗଳସୂତ୍ରର...

Advertisement
Archives

Model This Week