Posted inଜାତୀୟ

ଶହୀଦ ପିତାଙ୍କ ଗିରଫ ଘଟଣାକୁ ନେଇ ନୀତୀଶଙ୍କ ସହ କଥା ହେଲେ ରାଜନାଥ

ନୂଆଦିଲ୍ଲୀ,୧ ।୩: ଗଲୱାନ ଘାଟି ଘଟଣାରେ ଶହୀଦ ହୋଇଥିବା ସେନାଙ୍କ ପିତାଙ୍କ ସହ ହୋଇଥିବା ମାରପିଟ ମାମଲା ଏବେ ରାଜନୈତିକ ମୋଡ ନେବାଭଳି ଦୃଶ୍ୟ ହେଉଛି । ଶହୀଦଙ୍କ ଭାଇ କହିଛନ୍ତି, ତାଙ୍କ ପିତା ରାଜ କପୁର ସିଂହଙ୍କ ଉପରେ ଏସସି/ଏସଟି ଆକ୍ଟ ଅନୁଯାୟୀ ମାମଲା କରାଯାଇଛି । କେବଳ ସେତିକି ନୁହେଁ, ଏଥିରେ ପୋଲିସ ଉପରେ ମାରପିଟ ଅଭିଯୋଗ ଆସିଛି । ଏବେ ଏହି ପୂରା ଘଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏଣ୍ଟ୍ରି ମାରିଛନ୍ତି ।
ରାଜନାଥ ସିଂ ବୁଧବାର ଏହି ଘଟଣା ସମ୍ପର୍କରେ ଅବଗତ ହେବା ସହ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶହୀଦଙ୍କ ପିତାଙ୍କ ସହ ମାରପିଟ ହେବା ଓ ତାଙ୍କୁ ଗିରଫ କରାଯିବାକୁ ନେଇ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ସେ କହଛନ୍ତି, ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଲାଗି ସେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ କଥା ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri