Posted inଜାତୀୟ

ଆତଙ୍କବାଦକୁ ମୂଳପୋଛ କରିବାକୁ ଆବଶ୍ୟକ ପଡିଲେ ଆଫଗାନିସ୍ତାନ ଯିବୁ: ରାଜନାଥ ସିଂ

ୱେଲିଂଟନ,୨୯ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାକାର ପରିସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ସବୁ ଯେମିତି ଚ୍ୟାଲେଞ୍ଜ ହୋଇଯାଇଛି । ଏଭଳି ସ୍ଥିତିରେ କେତେକ ଦେଶ ସେମାନଙ୍କ ରଣନୀତିରେ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର ତାମିଲନାଡୁର ୱେଲିଂଟନରେ ଡିଫେନ୍ସ ସର୍ଭିସ ଷ୍ଟାଫ କଲେଜରେ କହିଛନ୍ତି ବର୍ତ୍ତମାନ ସ୍ଥିତିରେ ଆମକୁ ବାଧ୍ୟ କରାଯାଉଛି କି ରଣନୀତିରେ ପରିବର୍ତ୍ତନ ଜରୁରୀ । ଏବେ ଭାରତ, ଆଫଗାନିସ୍ତାନ ଉପରେ ପୁଣିଥରେ ଚିନ୍ତା କରୁଛି ଓ ନୂଆ ରଣନୀତି ପ୍ରସ୍ତୁତ କରୁଛି । ଯଦି ଆବଶ୍ୟକ ପଡେ ଆମେ ଆଫଗାନିସ୍ତାନ ଯାଇ ସୈନ୍ୟ ଅଭିଯାନ ଚଲାଇବା ଓ ଆତଙ୍କବାଦକୁ ମୂଳପୋଛ କରିବା । ରାଜନାଥ ଆହୁରି ମଧ୍ୟ କହିଛନ୍ତି ଏଭଳି ପରିସ୍ଥିତିକୁ ସାମ୍ନା କରିବାକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଇଣ୍ଟିଗ୍ରେଟେଡ ବ୍ୟାଟେଲ ଗ୍ରୁପ କଥା ତୁରନ୍ତ ଚିନ୍ତା କରୁଛି । କାରଣ ଯୁଦ୍ଧ ସମୟରେ ସବୁଠାରୁ ମହତ୍ୱପୂର୍ଣ୍ଣ ହେଉଛି ଆପଣ କେତେ ଶୀଘ୍ର ନିର୍ଣ୍ଣୟ ନେଉଛନ୍ତି । ଏହି ବ୍ୟାଟେଲ ଗ୍ରୁପ ଶୀଘ୍ର ତ ନିର୍ଣ୍ଣୟ ନେବେ ଏହା ସହ ଲଢିବା ପାଇଁ ୟୁନିଟ ବି ପ୍ରସ୍ତୁତ କରିବେ । ଏହି ବ୍ୟାଟେଲ ଗ୍ରୁପ ଆମ ଶତ୍ରୁଙ୍କୁ ହରାଇବାକୁ ସକ୍ଷମ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri