Posted inଜାତୀୟ

ବୀର ଯବାନଙ୍କ ଉପରେ ଦେଶ ଗର୍ବ କରେ: ପ୍ରତିରକ୍ଷା ମନ୍ତ୍ରୀ

କୁପଓ୍ବାଡା,୧୮।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଲଦ୍ଦାଖ ଓ ଜମ୍ମୁ-କଶ୍ମୀର ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଶନିବାର ସେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତ, ସେନାମୁଖ୍ୟ ମନୋଜ ମୁକୁନ୍ଦ ନରାଓ୍ବଣେ ଓ ଅନ୍ୟ ଅଧିକାରୀଙ୍କ ସହ ମିଶି ପ୍ରଥମେ ବାବା ଅମରନାଥଙ୍କ ଦର୍ଶନ କରିବା ପରେ କୁପଓ୍ବାଡା ଜିଲାର ଏଲ୍‌ଓସି ନିକଟ ଫରଓ୍ବାର୍ଡ ପୋଷ୍ଟ ଗସ୍ତ କରିଥିଲେ। ସେଠାରେ ସେ ଯବାନମାନଙ୍କ ସହ କଥା ହେବା ବେଳେ କହିଥିଲେ ବୀର ଯବାନଙ୍କ ଉପରେ ଦେଶ ଗର୍ବ କରେ। ଯିଏ ସବୁ ପରିସ୍ଥିତିରେ ଦେଶର ରକ୍ଷା କରିଛନ୍ତି। ଆଜି ସେ ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବଦେଶୀ ଅସ୍ତ୍ରରେ ପରବର୍ତ୍ତୀ ଯୁଦ୍ଧ ଜିତିବୁ’

ନୂଆଦିଲ୍ଲୀ,୧୬ା୧୦(ପି.ଟି.): ସଶସ୍ତ୍ର ବାହିନୀରେ ସ୍ବଦେଶୀ ଜ୍ଞାନକୌଶଳକୁ ଅଧିକ ମାତ୍ରାରେ ସାମିଲ କରିବା ଉପରେ ସେନାମୁଖ୍ୟ ଜେନେରାଲ ବିପିନ ରାଓ୍ବତ ଗୁରୁତ୍ୱାରୋପ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ...

ଜରିମାନା ଦେବା ଭୟରେ ପୁଅକୁ କୋଠରୀରେ ବନ୍ଦ ରଖିଲେ ପିତା

ଆଗ୍ରା, ୧୧।୯: ଉତ୍ତର ପ୍ରଦେଶରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜରିମାନା ଦେବା ଭୟରେ ନାବାଳକ ପୁଅକୁ କୋଠରୀରେ ବନ୍ଦ କରି ରଖିଛନ୍ତି ପିତା।...

ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ

ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍‌ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ...

ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ

ଥିରୁଭାନନ୍ତପୁରମ୍‌,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି।...

୫ହଜାର ଟଙ୍କା ପାଇଁ ଅଢ଼େଇ ବର୍ଷର ଶିଶୁକୁ ଅତି ନିର୍ମମ ଭାବେ ହତ୍ୟା

ଲକ୍ଷ୍ନୌ,୭।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଚିତ୍ର ସାମ୍‌ନାକୁ ଆସିଛି। ମାତ୍ର ୫ହଜାର ଟଙ୍କା ପାଇଁ ଜଣେ ଅଢ଼େଇ ବର୍ଷର ଶିଶୁକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।...

ରାସ୍ତାକଡ଼ରୁ ମକା କିଣି ଖାଇଲେ ଅଖିଳେଶ

ବାରବାଙ୍କି,୯।୬: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ରାସ୍ତାକଡ଼ରୁ ମକା କିଣି ଖାଇବା ଘଟଣା ଏବେ ଚର୍ଚ୍ଚାର ବିଷୟ...

ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରେ ୧୩୯ମୁଣ୍ଡ ନେଲାଣି କରୋନା

ମୁମ୍ବାଇ,୫।୬: ଦେଶବ୍ୟାପି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ ଯୋଗୁ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ରାଜ୍ୟ ହେଉଛି...

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ

ବିଜୟଓ୍ବାଡ଼ା,୨୪।୭: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ବୁଧବାର ବିଶ୍ୱଭୂଷଣ ହରିଚନ୍ଦନ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ହାଇକୋର୍ଟ କାର୍ଯ୍ୟନିର୍ବାହୀ ବିଚାରପତି ସି. ପ୍ରବୀନ୍‌ କୁମାର ପଦ ଓ...

Coronavirus Update


Archives

Model This Week

Why Dharitri