Posted inଜାତୀୟ

ତିନି ଦିନିଆ ନାଇଜେରିଆ ଗସ୍ତରେ ଯିବେ ରାଜନାଥ ସିଂ

ନୂଆଦିଲ୍ଲୀ,୨୭।୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ୨୮ରୁ ମେ’୩୦ ପର୍ଯ୍ୟନ୍ତ ତିନି ଦିନିଆ ନାଇଜେରିଆ ଗସ୍ତ କରିବେ। ସେ ପଶ୍ଚିମ ଆଫ୍ରିକୀୟ ଦେଶର ନୂତନ ନିର୍ବାଚିତ ରାଷ୍ଟ୍ରପତି ବୋଲା ଅହମ୍ମଦ ଟିନୁବୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ଶନିବାର ଏକ ବିବୃତ୍ତି ଜାରି କରି ଏହି ସୂଚନା ଦେଇଛି।
ଏହା ପ୍ରଥମ ଥର ପାଇଁ ଜଣେ ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀଙ୍କ ନାଇଜେରିଆ ଗସ୍ତହେବ। ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତ୍ତିରେ କୁହାଯାଇଛି, ରାଜନାଥ ସିଂ ସୋମବାର ଅବୁଜାର ଇଗଲ ସ୍କୋୟାରରେ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ। ଏହାପୂର୍ବରୁ ସେ ରବିବାର ନାଇଜେରିଆର ପୂର୍ବ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri