Posted inଜାତୀୟ

ପାକିସ୍ତାନକୁ ରାଜନାଥଙ୍କ କଡ଼ା ଚେତାବନୀ: କୌଣସି ଅପ୍ରୀତିକର କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଦେଲେ କଥା ବହୁତ ଆଗକୁ ଯିବ

ଶ୍ରୀଗନର,୧୫ା୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ଜମ୍ମୁ-କଶ୍ମୀରରେ ପହଞ୍ଚିଛନ୍ତି। ସେ ‘ଅପରେଶନ ସିନ୍ଦୂର’ ପରେ ପ୍ରଥମଥର ଏଠାରେ ସେନା କର୍ମଚାରୀଙ୍କୁ ଭେଟିଛନ୍ତି। ରାଜନାଥ ସେନା କର୍ମଚାରୀଙ୍କୁ ଭେଟିବା ପରେ କହିଛନ୍ତି, ପାକିସ୍ତାନର ପରମାଣୁ ବୋମାକୁ IAEA(ଅନ୍ତର୍ଜାତୀୟ ଆଣିବକ ଶକ୍ତି ସଂସ୍ଥା)ର ତତ୍ତ୍ୱାବଧାନରେ ଆଣିବା ଉଚିତ୍‌।

ସେ ପାକିସ୍ତାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଉଭୟ ଦେଶ ସହମତ ହେବା ପରେ ପରିସ୍ଥିତି ଶାନ୍ତ ପଡ଼ିଛି। ମାତ୍ର ପାକିସ୍ତାନ ଯଦି କୌଣସି ଅପ୍ରୀତିକର କାର୍ଯ୍ୟକଳାପକୁ ଅନୁମତି ଦିଏ ତେବେ କଥା ବହୁତ ଆଗକୁ ଯିବ।

ମନ୍ତ୍ରୀ କହିଛନ୍ତି, ମୁଁ ପହଲଗାମରେ ସୈନିକଙ୍କ ଶହୀଦତା ଏବଂ ନିର୍ଦ୍ଦୋଷ ନାଗରିକଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି, ଆହତ ସୈନିକଙ୍କ ସାହସକୁ ମୁଁ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି ଏବଂ ସେମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri