Posted inଜାତୀୟ

ଚାଇନାକୁ ରାଜନାଥଙ୍କ ଚେତାବନୀ…

ନୂଆଦିଲ୍ଲୀ,୧୫।୧୦ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଅନ୍ତର୍ଜାତୀୟ ସାମୁଦ୍ରିକ କ୍ଷେତ୍ରରେ ଚାଇନାର ବୃଦ୍ଧି ପାଉଥିବା ଅନୈତିକ କାର୍ଯ୍ୟ ନେଇ ଏକ ପରୋକ୍ଷ ଚେତାବନୀ ଦେଇଛନ୍ତି। ଏସୀୟ କୋଷ୍ଟଗାର୍ଡ ଏଜେନ୍ସିଗୁଡିକର ଏକ ବୈଠକକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଆମେ ଭାରତ-ପ୍ରଶାନ୍ତ ମହାସାଗରରେ ଖୋଲା ନିୟମ ଭିତ୍ତିକ ସାମୁଦ୍ରିକ ସୀମା ସପକ୍ଷରେ ଅଛୁ। କୌଣସି ଦେଶ, ଯେତେ ବଡ଼ ହେଉନା କାହିଁକି, ବିଶ୍ୱର ମାର୍ଗରେ ବାଧା ଦେବାକୁ କିମ୍ବା ଅନ୍ୟମାନଙ୍କୁ ଏହାର ଉଚିତ ବ୍ୟବହାରରୁ ବଞ୍ଚିତ କରିବାକୁ ଅନୁମତି ଦିଆଯାଇପାରିବ ନାହିଁ ।

ରାଜନାଥ ସିଂ ଏହା ମଧ୍ୟ କହିଛନ୍ତି ଯେ ସାମୁଦ୍ରିକ ସୁରକ୍ଷା ସମ୍ବନ୍ଧରେ ଅନ୍ତର୍ଜାତୀୟ ନିୟମ ଲାଗୁ କରିବାକୁ ଭାରତ ପ୍ରତିବଦ୍ଧ। ସାମୁଦ୍ରିକ ସୁରକ୍ଷା ପାଇଁ ଆଇନ ପ୍ରସ୍ତୁତ କରିବା, ଏହାର କାର୍ଯ୍ୟକାରିତା ପାଇଁ ବିଭିନ୍ନ ଦେଶ ସହିତ ସହଯୋଗ ସ୍ଥାପନ ଏବଂ ସାମୁଦ୍ରିକ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକର ଦକ୍ଷତା ବୃଦ୍ଧି କରିବାକୁ ଆମକୁ ପ୍ରଭାବଶାଳୀ ପ୍ରଣାଳୀ ଗ୍ରହଣ କରିବାକୁ ପଡିବ ବୋଲି ସେ କହିଛନ୍ତି।

ସମୁଦ୍ରରେ ଡକାୟତି ଘଟଣାରେ ବିରୋଧରେ ଆଞ୍ଚଳିକ ସହଯୋଗ ଚୁକ୍ତି ନେଇ ଭାରତ ଉତ୍ସାହିତ ଅଛି। ସମୁଦ୍ରରେ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ଆମେ ପାରସ୍ପରିକ ସହଯୋଗକୁ ସବୁଠାରୁ ପ୍ରଭାବଶାଳୀ ଉପାୟ ଭାବରେ ବିବେଚନା କରୁଛୁ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri