Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପାଦ ଛୁଇଁଲେ ରଜନୀକାନ୍ତ, ଭାଜପା ଉପରେ ବର୍ଷିଲେ ଅଖିଳେଶ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ସାକ୍ଷାତ ଉପରେ ରାଜନୀତି ଆରମ୍ଭ ହୋଇଛି। ଫିଲ୍ମ ‘ଜେଲର’ର ପ୍ରମୋଶନ ପାଇଁ ରଜନୀକାନ୍ତ ଲକ୍ଷ୍ନୌ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପାଦଛୁଇଁ ଆଶୀର୍ବାଦ ନେଇଥିଲେ।ଯାହାକୁ ନେଇ ଉତ୍ତରପ୍ରଦେଶରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। ରଜନୀକାନ୍ତ ବଦ୍ରିନାଥ ପରିଦର୍ଶନ କରିବା ପରେ ଶୁକ୍ରବାର ଲକ୍ଷ୍ନୌରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରଜନୀକାନ୍ତଙ୍କୁ ସ୍ବାଗତ କରି ସମ୍ମାନର ସହିତ ଘରକୁ ନେଇଥିଲେ। କିଛି ସମୟ ପାଇଁ ଦୁହିଁଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା।

ସୋସିଆଲ ମିଡିଆରେ ଏକ ଭାଇରାଲ ଭିଡିଓରେ ରଜନୀକାନ୍ତ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ପାଦ ଛୁଇଁଥିବାର ନଜର ଆସିଥିଲେ। ପାଦ ଛୁଇଁବା ଉପରେ ସମାଜବାଦୀ ପାର୍ଟି ରଜନୀକାନ୍ତଙ୍କ ବ୍ୟକ୍ତିଗତ କଥା କହିଛନ୍ତି। ଏସପି ମୁଖ୍ୟ ଅଖିଳେଶ ଯାଦବ କହିଛନ୍ତି ଯେ, ରଜନୀକାନ୍ତଙ୍କୁ ଅପମାନିତ କରିବାକୁ ଭାଜପା ଚେଷ୍ଟା କରିଛି। ଭାଜପାର ଲୋକମାନେ ଖୁସି ହେବା ଉଚିତ୍‌ ଯେ ସେମାନଙ୍କର ନେତାଙ୍କୁ ସମ୍ମାନ କରାଯାଉଛି,କିନ୍ତୁ ସମ୍ମାନର ବାହାନାରେ ଭାଜପା ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରେ।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri