Posted inଜାତୀୟ

ସେନାଙ୍କୁ ବଡ ସଫଳତା, ରାଜୌରିରେ ୨ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେଶନ ଜାରି

ରାଜୌରି,୫।୫: ଜମ୍ମୁ-କଶ୍ମୀରରେ ଲଗାତର ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅଭିଯାନ ଜାରି ରହିଛି। ଶୁବ୍ରକାର ପୁଣିଥରେ ସୁରକ୍ଷାବଳଙ୍କ ଗୁଳିରେ ଟଳି ପଡିଛନ୍ତି ୨ ଆତଙ୍କବାଦୀ। ଜମ୍ମୁ-କଶ୍ମୀରର ରାଜୌରିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ମୁହାଁମୁହିଁ ମଧ୍ୟରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଶୁକ୍ରବାର ରାଜୌରି ଜିଲାର କଂଡି ଅଞ୍ଚଳରେ ତଲାସି ଅଭିଯାନ ସମୟରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଭାରତୀୟ ଯବାନଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ଟଳି ପଡିଥିଲେ। ଏହି ସଂଘର୍ଷରେ ସେନାର ଜଣେ ଅଧିକାରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଅଧିକାରୀଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri