Posted inଜାତୀୟ

ରାଜୌରୀରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୧୧: ଜମ୍ମୁ-କଶ୍ମୀରର ରାଜୌରୀ ସେକ୍ଟରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ସୁରକ୍ଷାକର୍ମୀ ଓ ପାକିସ୍ତାନୀ ଅନୁପ୍ରବେଶକାରୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଅନ୍ୟପଟେ ବାକି ଆତଙ୍କବାଦୀମାନେ ଭୟଭୀତ ହୋଇ ସାମୀରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ନୌସେରା ସେକ୍ଟରର ସୀମାରେ କେତେକ ଆତଙ୍କବାଦୀ ଅନୁପ୍ରବେଶ କରିବା ପାଇଁ ଉଦ୍ୟମ କରିଥିଲେ। ହେଲେ ଏହି ସମୟରେ ସୁରକ୍ଷାକର୍ମୀ ତାଙ୍କ ଉଦ୍ୟମକୁ ପଣ୍ଡ କରିବା ସହ ସେମାନଙ୍କୁ ଆତ୍ମସମର୍ପଣ କରିବା ପାଇଁ ଚେତାବନୀ ଦେଇଥିଲେ। କିନ୍ତୁ ସେମାନେ ଆତ୍ମସମର୍ପଣ କରିବା ପରିବର୍ତ୍ତେ ପଳାୟନ କରିଥିଲେ। ସେତିକିବେଳେ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ଗୋଳା ବାରୁଦ ଜବତ ହେବା ହୋଇଥିବା ବେଳ ଏବେ ବି ସେଠାରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?