ଗଞ୍ଜାମରେ ପୂଜା ପାଇଲେ ରାଜପୁର ମା’ ଦଣ୍ଡକାଳୀ

ଗଞ୍ଜାମ,୫।୪(ବିଦ୍ୟାଧର ସାହୁ ) ଗତ ଛବିଶିରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡକାଳୀଙ୍କ ପର୍ବ। ମା’ ଦଣ୍ଡକାଳୀ ଗାଁଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଦଣ୍ଡବିଧାନ କରୁଛନ୍ତି। ରାଜପୁର ମା’ ଦଣ୍ଡକାଳୀ ଦୁର୍ଗାଦେବୀ ସାହିରେ ପୂଜା ପାଇଛନ୍ତି। ମାନସିକଧାରୀ ସୁରେନ୍ଦ୍ର ପାଢ଼ୀ , ସନ୍ତୋଷ ପାଢ଼ୀ ଓ ବିଶ୍ୱନାଥ ପାଢ଼ୀ ପୂଜାର୍ଚନା କରିଥିଲେ । ପୂର୍ବାହ୍ନରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିଲା। ମା’ଙ୍କ ଆଳତି ଦର୍ଶନ ପାଇଁ ବହୁ ଭକ୍ତଙ୍କ ଭିଡ଼ ଜମିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri