Advertisement

ବିଜେଡି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ ହେଲେ ରାଜୁ ଘିବେଲା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଧାମନଗ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସିଟ୍‌ରେ ବାଜିମାତ କରିବା ଲାଗି ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା ଦଳ(ବିଜେଡି)ର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଘିବେଲାଙ୍କୁ ଏହି ନିଯୁକ୍ତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର...

ଜାନୁୟାରୀ ଶେଷ ପର୍ଯ୍ୟନ୍ତ ପୂର୍ବଭଳି କୋର୍ଟ ଚାଲିବ

କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍‌ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ।...

ବିଦେଶ ଗସ୍ତରୁ ଫେରିଲେ ନବୀନ: ଆଜି ଘୋଷଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ...

ଓଆଇପିଏଲ୍‌ ଜାଲିଆତି କରି ଜମି ହାତେଇଛି : କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ୍‌ (ଓଆଇପିଏଲ) କମ୍ପାନୀ ଜାଲିଆତି କରି...

ଶ୍ରୀମନ୍ଦିର ହେରିଟେଜ କରିଡ଼ର: ସରିଲା ପ୍ରସ୍ତାବ ଗ୍ରହଣ ଅବଧି

ପୁରୀ ଅଫିସ,୧୬ା୧: ପୁରୀ ଶ୍ରୀମନ୍ଦିର ହେରିଟେଜ କରିଡ଼ର। ଏହାର ଚିଠା ଡିଜାଇନ ଗତ ମାସ ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ଏହି ନକ୍ସାରେ...

ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ।...

ପାରଳା ମହାରାଜାଙ୍କ ପରଲୋକ, ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବ୍ରହ୍ମପୁରର ପୂର୍ବତନ ଏମ୍‌ପି ତଥା ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ପରଲୋକ ଘଟିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ...

ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି।...

Advertisement
Archives

Model This Week