Advertisement

ରାଜୁ ଘିବେଲା ବିଜେଡି ସାଧାରଣ ସମ୍ପାଦକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଘିବେଲାଙ୍କୁ ଏହି ନିଯୁକ୍ତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକ ଗାଡ଼ି ଚଳାଇଲେ ଅଭିଭାବକ ଜେଲ ଯିବେ

ଭଞ୍ଜନଗର,୨୧।୮(ଡି.ଏନ.ଏ): ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଦୁର୍ଘଟଣା ହାର ବଢ଼ୁଛି। ମୋଟର ଯାନ ଆଇନ ସମ୍ପର୍କରେ ସେମାନଙ୍କ ମଧ୍ୟରେ ସଚେତନତା ଲୋଡ଼ା। ସରକାର ମୋଟର...

‘ଲକ୍‌ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ...

୧୦ ରାଉଣ୍ଡ: ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ,୩।୬: ବ୍ରଜରାଜନଗର ଉପନିର୍ବାଚନର ଭୋଟ ଗଣତି ଜାରି ରହିଛି। ୨୦ ରାଉଣ୍ଡ ଭୋଟ ଗଣତି ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦ ରାଉଣ୍ଡ...

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି...

ମନ୍ତ୍ରୀ ପ୍ରତାପ ଜେନା ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ...

ଚୋର ଗ୍ୟାଙ୍ଗର ମୁଖ୍ୟଙ୍କ ସମେତ ଆଉ ୩ ଗିରଫ

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ, (ଡି.ଏନ୍‌.ଏ.)୨୩ା୮:ରାଜଧାନୀରେ ବିଳମ୍ବିତ ରାତିରେ ବିଭିନ୍ନ ଘରର ଝରକା ତାଡ଼ି ଚୋରି କରୁଥିବା ଗ୍ୟାଙ୍ଗର ଆଉ ୩ ସଦସ୍ୟ କମିଶନରେଟ ପୋଲିସ ହାତରେ ଧରାପଡ଼ିଛନ୍ତି।...

୫୭ନଂ ଆକ୍ରାନ୍ତ ବେବିଲୋନ୍‌ ଆପାର୍ଟମେଣ୍ଟର: ବୁଲିଛନ୍ତି ଗଣେଷ ମଣ୍ଡପ ନିକଟ ପରିବା ଦୋକାନ, ରିଲାଏନ୍ସ ଫ୍ରେସ୍‌, ରସୁଲଗଡ଼ ହାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪ କରୋନା ପଜିଟିଭ୍‌ ମାମଲାଗୁଡ଼ିକ ଭୁବନେଶ୍ୱରର। ସୋମବାର ପରୀକ୍ଷା ହୋଇଥିବା ୫୬୪ଟି ନମୂନା ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି।...

୨୭ରେ ଭାରତ ବନ୍ଦ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୧୪।୯(ବ୍ୟୁରୋ):  ସଂଯୁକ୍ତ କିଷାନ୍‌ ମୋର୍ଚ୍ଚା ତରଫରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡିଶାରେ ଏହାକୁ ସଫଳ କରିବା ପାଇଁ ବିଭିନ୍ନ ଗଣ...

Advertisement
Archives

Model This Week