ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ପୁଣି ଗୁରୁତର

ନୂଆଦିଲ୍ଲୀ,୧୮।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ହୃଦଘାତରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ୨ ଦିନ ତଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇଥିଲା। କିନ୍ତୁ ଏବେ ପୁଣି ତାଙ୍କ ସ୍ବାସ୍ଥ୍ୟ ଖରାପ ହୋଇପଡିଥିବା ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି।
ଅଗଷ୍ଟ ୧୦ରେ, ସକାଳ ପ୍ରାୟ ୧୧ଟା ସମୟରେ ରାଜୁ ଶ୍ରୀବାସ୍ତବ ଦକ୍ଷିଣ ମୁମ୍ବାଇର ଏକ ଜିମରେ ଟ୍ରେଡ ମିଲରେ ବୁଲୁଥିବା ସମୟରେ ହୃଦଘାତରେ ଆକ୍ରାନ୍ତ ହୋଇଥିଲେ। ଚେତାଶୂନ୍ୟ ଅବସ୍ଥାରେ ତୁରନ୍ତ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ।
ରାଜୁ ଶ୍ରୀବାସ୍ତବ ଦେଶର ଜଣେ ଜଣାଶୁଣା ହାସ୍ୟ ଅଭିନେତା। ସେ ଅନେକ ଲୋକପ୍ରିୟ ଟିଭି ଶୋ’ରେ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ରାଜୁ ମଧ୍ୟ ଉତ୍ତରପ୍ରଦେଶ ଚଳଚ୍ଚିତ୍ର ବିକାଶ ପରିଷଦର ଚେୟାରମ୍ୟାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତପେ’ର ବଡ଼ କାର୍ଯ୍ୟାନୁଷ୍ଠାନ: ସବୁ ପଦରୁ ବିଦା ହେଲେ ଅଶନୀର ଗ୍ରୋଭର

ନୂଆଦିଲ୍ଲୀ,୨।୩: ଦୀର୍ଘଦିନ ଧରି ଭାରତପେ’ ଏବଂ ଏହାର ପୂର୍ବତନ ନିର୍ଦ୍ଦେଶକ ଅଶନୀର ଗ୍ରୋଭରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଗ୍ରୋଭର ଇସ୍ତଫା...

ଅସୁସ୍ଥ ଅଛନ୍ତି ଇଲିଆନା

ମୁମ୍ବାଇ: ବଲିଉଡରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ଇଲିଆନା ଡିକ୍ରୁଜ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅଭିନେତ୍ରୀ ହସ୍ପିଟାଲରୁ ସାଲାଇନ ବେଳେ କିଛି...

ଭାରତର ଶୋଚନୀୟ ପରାଜୟ ପରେ ଲୋକେ ମାଗିଲେ ସୋନୁ ସୁଦଙ୍କ ସାହାଯ୍ୟ, ଏପରି ଟୁଇଟ୍‌ କଲେ ଅଭିନେତା

ମୁମ୍ବାଇ: ଅଭିନେତା ସୋନୁ ସୁଦ ଗରିବ ଲୋକଙ୍କୁ ସବୁବେଳେ ସାହାଯ୍ୟ କରି ଚର୍ଚ୍ଚାରେ ରହିଛନ୍ତି। ଅନେକ ସମୟରେ ପ୍ରଶଂସକଙ୍କ ଠାରୁ ଏପରି ଅନୁରୋଧ କରାଯାଇଥାଏ ଯେ,...

ଅମରନାଥରେ ବାଦଲଫଟା ବର୍ଷା: ୧୫ ମୃତ

ଶ୍ରୀନଗର,୯।୭: ଜମ୍ମୁ-କଶ୍ମୀର ଅମରନାଥରେ ବାଦଲଫଟା ବର୍ଷା ଯୋଗୁ ଶୁକ୍ରବାର ୧୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ନିଖୋଜ ଅଛନ୍ତି। ତୀର୍ଥସ୍ଥଳରେ ତିଆରି ହୋଇଥିବା ଟେଣ୍ଟ୍‌ ହାଉସ୍‌...

ଗଣେଶ ପୂଜାରେ ବାଣ ଫୁଟାଇଲେ ଅବା ଚାନ୍ଦା ମାଗିଲେ ହୋଇପାରେ କଡ଼ା କାର୍ଯ୍ୟାନୁଷ୍ଠାନ

ହାଇଦ୍ରାବାଦ,୨୦।୮: ପାଖେଇ ଆସିଲାଣି ଗଣେଶ ପୂଜା। ଏବେଠାରୁ ଏହାପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ହେଲେ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ସାରିବାକୁ ପୋଲିସ ମଧ୍ୟ...

ଏବେ ଖୋଲିବନି ସ୍କୁଲ-କଲେଜ: ଲକ୍‌ଡାଉନର ନୂଆ ତାରିଖ ଘୋଷଣା

କୋଲକାତା,୨୬।୮: ଦେଶରେ କରୋନା ପ୍ରକୋପ ଥମିବାର ନା ନେଉନି। ପ୍ରତିଦିନ ଦ୍ରୁତଗତିରେ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ପଶ୍ଚିମବଙ୍ଗରୁ ଏକ ବଡ଼ ଖବର...

କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍‌ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି...

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର…

ନୂଆଦିଲ୍ଲୀ,୫।୮: ଆତଙ୍କବାଦୀମାନେ ଭାରତରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ରଚିଛନ୍ତି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଞ୍ଜାବ ଏବଂ ଜମ୍ମୁ ସୀମାରେ...

Advertisement
Archives

Model This Week