ପରଲୋକରେ ହାସ୍ୟ ଅଭିନେତା

ମୁମ୍ବାଇ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚିକିତ୍ସା ହେଉଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।
ରାଜୁ ଶ୍ରୀବାସ୍ତବ ବି-ଟାଉନର ଜଣାଶୁଣା ଷ୍ଟାର୍‌ ଥିଲେ। ସେ ଅନେକ ଫିଲ୍ମ,ଟିଭି ଶୋ’ରେ କାମ କରିଛନ୍ତି। ‘ବାଜିଗର୍‌’ ଓ ‘ମେନେ ପ୍ୟାର୍‌ କିୟା’ ପରି ଅନେକ ହିଟ୍‌ ଫିଲ୍ମରେ ତାଙ୍କୁ ଦେଖିବାକୁ ମିଳିଥିଲା। ‘ବିଗବସ୍‌ ସିଜିନ-୩ରେ ବି ସେ ନଜର ଆସିଥିଲେ। ତାଙ୍କ ମୃତ୍ୟୁ ଖବରରେ ସବୁଆଡେ ଶୋକର ଛାୟା ଖେଳିଯାଇଛି।
ସୂଚନାଯୋଗ୍ୟ, ୧୯୬୩ ଡିସେମ୍ବର ୨୫ରେ ଉତ୍ତରପ୍ରଦେଶ କାନପୁରରେ ରାଜୁ ଜନ୍ମଗ୍ରହଣ କରିଥିଲେ। ପିଲାବେଳେ ତାଙ୍କ ନାମ ସତ୍ୟ ପ୍ରକାଶ ଶ୍ରୀବାସ୍ତବ ଥିଲା। ୧୯୯୩ରେ ସେ ଶିଖା ଶ୍ରୀବାସ୍ତବଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ

ଜୟପୁର,୧୩।୮: ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ...

ଟ୍ୟାକ୍ସ ଚୋରି ଅଭିଯୋଗକୁ ନେଇ ମୁହଁ ଖୋଲିଲେ ସୋନୁ ସୁଦ, କହିଲେ..

ରିଲ୍‌ରୁ ରିଅଲ ହିରୋ ସାଜିଥିବା ସୋନୁ ସୁଦ ନିକଟରେ ଆୟକର ରାଡାର୍‌ରେ ଆସିଥିଲେ। ସେ ଟ୍ୟାକ୍ସ ଫାଙ୍କିଥିବା ନେଇ ହୋଇଛି ଖୁଲାସା। ପାଖାପାଖି ୨୦ କୋଟିରୁ...

ଲକ୍‌ଡାଉନ୍‌ ଯୋଗୁ ଶେଷ ଦର୍ଶନ ମନା: ଇରଫାନ୍‌ଙ୍କ ଶବାଧାରରେ ସାମିଲ ହେବେ ମାତ୍ର ୨୦ଜଣ

ବମ୍ବେ: ଚିରନିଦ୍ରାରେ ବଲିଉଡ୍‌ର ଭେଟେରାନ୍‌ ଅଭିନେତା ଇରଫାନ୍‌ ଖାନ୍‌। ବୁଧବାର ବମ୍ବେର କୋକିଲାବେନ୍‌ ହସ୍ପିଟାଲ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ପ୍ରସାରିତ...

ଏହି ଅଭିନେତ୍ରୀଙ୍କୁ ଜନ୍ମହେବା ପୂର୍ବରୁ ମାରିଦେବାକୁ ଚାହୁଁଥିଲେ ମା’

ମୁମ୍ବାଇ: ଟିଭି ଜଗତର ଚୁଲବୁଲି ଅଭନେତ୍ରୀ ତଥା କମେଡିକୁଇନ ଭାରତୀ ସିଂହ ଶନିବାର ନିଜର ୩୯ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀ ହେଉଛନ୍ତି ସେହି ଅଭିନେତ୍ରୀଙ୍କ...

ରାଜୀବ କୁମାରଙ୍କୁ ଆଶ୍ୱସ୍ତି: ମିଳିଲା ଆଗୁଆ ଜାମିନ

କୋଲକାତା,୧।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ କୋଲକାତା ପୋଲିସ କମିଶନର ରାଜୀବ କୁମାରଙ୍କୁ ଆଶ୍ୱସ୍ତି ମିଳିଛି। ଶାରଦା ଚିଟଫଣ୍ଡ ମାମଲାରେ...

ଲକ୍‌ଡାଉନ୍‌ରେ ଡ୍ରୋନ୍‌ ଦ୍ୱାରା ପାନମସଲା ପଠାଉଥିବା ଟିକ୍‌ଟକ୍‌ ଭିଡ଼ିଓ ଭାଇରାଲ: ୨ ଗିରଫ

ଅହମଦାବାଦ,୧୪।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ତେବେ କେତେକ ଏହାର ଗୁରୁତ୍ୱକୁ ହୃଦୟଙ୍ଗମ କରିପାରୁ ନ ଥିବା...

ଖବରଦାତା ପ୍ରଶାନ୍ତଙ୍କୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କୁ ସୁପ୍ରିମ୍‌ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୧।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରିଥିବା ବିବାଦୀୟ ଲେଖା ଅଭିଯୋଗରେ ଖବରଦାତା ପ୍ରଶାନ୍ତ କନୌଜିଆଙ୍କୁ ଗିରଫ କରାଯାଇଥିଲା। ତେବେ...

ମାନଙ୍କ ମଦ୍ୟପାନ ଯୋଗୁ ବିମାନ ଉଡାଣରେ ହୋଇଥିଲା କି ବିଳମ୍ବ: ଲୁଫଥାନ୍ସା ଏୟାରଲାଇନ୍ସ ରଖିଲା ପ୍ରତିକ୍ରିୟା

ଚଣ୍ଡିଗଡ଼,୨୦।୯: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ମଦ୍ୟପାନ ଯୋଗୁ ଜର୍ମାନର ଏୟାରଲାଇନ୍ସ ଲୁଫଥାନ୍ସା ବିମାନ ଉଡ଼ାଣରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ଗଣମାଧ୍ୟମର ରିପୋର୍ଟକୁ ଆଧାର...

Advertisement
Archives

Model This Week