ପରଲୋକରେ ହାସ୍ୟ ଅଭିନେତା

ମୁମ୍ବାଇ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚିକିତ୍ସା ହେଉଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।
ରାଜୁ ଶ୍ରୀବାସ୍ତବ ବି-ଟାଉନର ଜଣାଶୁଣା ଷ୍ଟାର୍‌ ଥିଲେ। ସେ ଅନେକ ଫିଲ୍ମ,ଟିଭି ଶୋ’ରେ କାମ କରିଛନ୍ତି। ‘ବାଜିଗର୍‌’ ଓ ‘ମେନେ ପ୍ୟାର୍‌ କିୟା’ ପରି ଅନେକ ହିଟ୍‌ ଫିଲ୍ମରେ ତାଙ୍କୁ ଦେଖିବାକୁ ମିଳିଥିଲା। ‘ବିଗବସ୍‌ ସିଜିନ-୩ରେ ବି ସେ ନଜର ଆସିଥିଲେ। ତାଙ୍କ ମୃତ୍ୟୁ ଖବରରେ ସବୁଆଡେ ଶୋକର ଛାୟା ଖେଳିଯାଇଛି।
ସୂଚନାଯୋଗ୍ୟ, ୧୯୬୩ ଡିସେମ୍ବର ୨୫ରେ ଉତ୍ତରପ୍ରଦେଶ କାନପୁରରେ ରାଜୁ ଜନ୍ମଗ୍ରହଣ କରିଥିଲେ। ପିଲାବେଳେ ତାଙ୍କ ନାମ ସତ୍ୟ ପ୍ରକାଶ ଶ୍ରୀବାସ୍ତବ ଥିଲା। ୧୯୯୩ରେ ସେ ଶିଖା ଶ୍ରୀବାସ୍ତବଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri