୩୫ ଦିନ ପରେ ବି ଫେରିନି ରାଜୁଙ୍କ ଚେତା

ମୁମ୍ବାଇ: କମେଡିଆନ ତଥା ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ଆସିଲେ ବି ଏବେ ପର୍ଯ୍ୟନ୍ତ ତାଙ୍କର ଚେତା ଆସୁନାହିଁ । ନିକଟରେ ରାଜୁଙ୍କ ଭାଇ ଏଏନଆଇକୁ ଦେଇଥିବା ଏକ ସାକ୍ଷାତକାରରେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଏବେବି ରାଜୁ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି । ହେଲେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ସୂଚନାଯୋଗ୍ୟ, ଗତ ମାସ ଅର୍ଥାତ୍ ଅଗଷ୍ଟ ୧୦ରେ ହୃଦଘାତ ହେବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା ।
ରାଜୁଙ୍କ ଭାଇ ଦୀପୁ ଶ୍ରୀବାସ୍ତବ କହିଛନ୍ତି ରାଜୁଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତେଣୁ ସେ ଖୁବଶୀଘ୍ର ସୁସ୍ଥ ହୋଇଯିବେ । ରାଜୁ ହସ୍ପିଟାଲରେ ଭର୍ତ୍ତି ହେବା ୩୫ ଦିନ ହୋଇଗଲାଣି । ହେଲେ ଏପର୍ଯ୍ୟନ୍ତ ତାଙ୍କର ଚେତା ଫେରି ନାହିଁ । ଏବେ ଆପଣମାନଙ୍କ ପ୍ରାର୍ଥନାର ଆବଶ୍ୟକତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?