ପୁଣି ବିଗିଡ଼ିଲା ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା: ଭେଣ୍ଟିଲେଟରକୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୧।୯: ବଲିଉଡ୍‌ କମେଡିଆନ ରାଜୁ ଶ୍ରୀବାସ୍ତବ ଦିଲ୍ଲୀ ଏମ୍ସ ସ୍ଥିତ ହସ୍ପିଟାଲରେ ଭର୍ତ୍ତି ହେବାର ମାସେ ପୂରଣ ହୋଇଥିଲେ ମଧ୍ୟ ସେ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗୁରୁବାର ଏକ ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ରାଜୁଙ୍କ ସ୍ବାସ୍ଥ୍ୟବସ୍ଥା ପୁଣି ବିଗିଡ଼ିଥିବା ବେଳେ ପ୍ରବଳ ଜ୍ୱର ହେବାରୁ ଚିକିତ୍ସା କରୁଥିବା ଡାକ୍ତର ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରିଛନ୍ତି। ରାଜୁଙ୍କ ପିଆରଓ ଗର୍ବିତ ନାରଙ୍ଗ ଗୁରୁବାର ଏହି ସୂଚନା ଦେଇଛନ୍ତି। ରାଜୁଙ୍କ ଚେତା ଥିବା ବେଳେ ପୂର୍ବାପେକ୍ଷା ତାଙ୍କର ଶରୀରର ଗତିବିଧି ଅଧିକ ଜାରି ରହିଛି। ଅନ୍ୟପେଟ ପ୍ରଶଂସକ, ପରିବାର ଓ ସମ୍ପର୍କୀୟମାନେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏସ୍‌ ଅଫିସର ବସନ୍ତ ରଥଙ୍କ ଇସ୍ତଫା

ଶ୍ରୀନଗର ,୨୭।୬: ନିର୍ବାଚନୀ ରାଜନୀତିରେ ଯୋଗଦେବା ଲାଗି ଓଡ଼ିଶା ଜନ୍ମିତ ୨୦୦୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ବସନ୍ତ କୁମାର ରଥ ଇସ୍ତଫା ଦେଇଛନ୍ତି। ସେ ତାଙ୍କ...

ମରାଠା ସଂଗଠନ ଶମ୍ଭାଜୀ ବ୍ରିଗେଡ୍‌ ସହ ମେଣ୍ଟ କଲା ଉଦ୍ଧବଙ୍କ ଶିବସେନା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ମରାଠା ସଂଗଠନ ଶମ୍ଭାଜୀ ବ୍ରିଗେଡ୍‌ ସହ ଉଦ୍ଧବ ଠାକ୍‌ରେଙ୍କ ଶିବସେନା ସହ ମେଣ୍ଟ ହୋଇଛି। ଏହି ଅବସରରେ ଉଦ୍ଧବ ନିର୍ବାଚନ ଲାଭକୁ ଦୃଷ୍ଟିରେ...

ତୁଟିଲା କଳି: ଏକାଠି ସାମ୍ନାକୁ ଆସିଲେ ଅମରିନ୍ଦର-ସିଦ୍ଧୁ

ଚଣ୍ଡିଗଡ,୨୩।୭: ପଞ୍ଜାବରେ ଅଗାମୀ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ସଙ୍କଟ ଦୂର ହେଲା ପରି ଲାଗୁଛି। ଶୁକ୍ରବାର କଂଗ୍ରେସ ନେତା ନବଜୋତ...

ଭାଜପା ବିକ୍ଷୋଭକାରୀଙ୍କୁ ଠେଙ୍ଗା ଧରି ଗୋଡ଼ାଇଲେ କଂଗ୍ରେସକର୍ମୀ

ଭୋପାଳ,୧୬।୧୧: ରାଫାଲ ଯୁଦ୍ଧ ବିମାନ ପୁନର୍ବିଚାର ଆବେଦନ ଖାରଜ ହେବା ପରେ ମଧ୍ୟପ୍ରଦେଶ ଦେବାସରେ ଭାଜପା ବିକ୍ଷୋଭକାରୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ନାନା ସ୍ଲୋଗାନ ଦେଇ...

ପ୍ରଶଂସକଙ୍କ ପାଇଁ ୟୁଟ୍ୟୁବ୍‌ର ଗୌରବ ତନିଜା ଗିରଫ

ନୂଆଦିଲ୍ଲୀ,୧୦।୭: ପ୍ରଶଂସକଙ୍କ ଲାଗି ୟୁଟ୍ୟୁବର ଗୌରବ ତନିଜା ଗିରଫ। ଫ୍ଲାଇଂ ବିଷ୍ଟ ନାମରେ ୟୁଟ୍ୟୁବ୍‌ ବ୍ଲଗିଂ ଚ୍ୟାନେଲ ଚଲାଉଥିବା ଗୌରବଙ୍କୁ ଉତ୍ତରପ୍ରଦେଶ ପୁଲିସ ଗିରଫ କରିଛି।...

ରାଜଧାନୀରେ ଉପରମୁହାଁ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ବଢିଚାଲିଛି। ଗତ ୨୪ ଘଣ୍ଟାରେ ୩୬୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପଜିଟିଭିଟି...

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ...

ରାକେଶଙ୍କ ପାଇଁ ଚାଲିଛି ନାୟିକା ଖୋଜା

ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢ଼ାଳିବା। ଦେଖୁନାହାନ୍ତି, ଗୋଟିଏ ସିନେମା ରିଲିଜ ହେବାର ଦିନ କେଇଟା ହୋଇନି ହାତରେ ଆଉ...

Advertisement
Archives

Model This Week