ଭାଇରାଲ ହେଉଛି ରାଜୁଙ୍କ ଶେଷ ଭିଡିଓ

ମୁମ୍ବାଇ: ଆଉ ନାହାନ୍ତି ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ। ବୁଧବାର ୫୮ ବର୍ଷ ବୟସରେ ଶ୍ରୀବାସ୍ତବଙ୍କ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବରରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଏହାରି ମଧ୍ୟରେ ରାଜୁଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ନିଜେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ସେହି ଭିଡିଓରେ
ରାଜୁ ଶଶି କପୁରଙ୍କ ମିମିକ୍ରି କରିଥିଲେ। ସେ କିପରି କୋଭିଡ-୧୯ ସଚେତନତା ବାର୍ତ୍ତା ଦିଅନ୍ତି, ତାହାକୁ ହାସ୍ୟ ଅଭିନେତା ସମ୍ପୂର୍ଣ୍ଣ ରୂପେ ଅନୁସରଣ କରି କହୁଥିବା ଭିଡିଓରେ ଦେଖିବାକୁ ମିଳିଛି।

ହୃଦ୍‌ଘାତରେ ଆକ୍ରାନ୍ତ ହୋଇ ଅଗଷ୍ଟ ୧୦ରେ ରାଜୁଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେ ଭେଣ୍ଟିଲେଟର ସହାୟତାରେ ଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି।

ରାଜୁ ଶ୍ରୀବାସ୍ତବ ବି-ଟାଉନର ଜଣାଶୁଣା ଅଭିନେତା ଥିଲେ। ‘ବାଜିଗର୍‌’ ଓ ‘ମେନେ ପ୍ୟାର୍‌ କିୟା’ ପରି ଅନେକ ହିଟ୍‌ ଫିଲ୍ମରେ ତାଙ୍କୁ ଦେଖିବାକୁ ମିଳିଥିଲା। ଏହାସହ ସେ ମଧ୍ୟ ଅନେକ ରିଆଲିଟି ଶୋ’ରେ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?