ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ  ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ରାଜ୍ୟ ବିଧାନସଭା ପକ୍ଷରୁ ମଙ୍ଗଳବାର ଏହି ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଜୁନ୍‌ ୧୦ରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ମଙ୍ଗଳବାରଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ୩ ଆସନ ପାଇଁ ହେବ ନାମାଙ୍କନ । ସେହିପରି ଆସନ୍ତା ୩୧ରେ ନାମାଙ୍କନ ଦାଖଲର ଶେଷ ତାରିଖ।


Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?