Posted inଜାତୀୟ

ରାଜ୍ୟ ସଭା ନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କଲା ଟିଏମସି

କୋଲକାତା,୧୦।୭: ପଶ୍ଚିମବଙ୍ଗର ତ୍ରୁଣ ମୂଳ କଂଗ୍ରେସ ରାଜ୍ୟ ସଭା ନିର୍ବାଚନ ଲାଗି ସୋମବାର ତା’ର ପ୍ରାର୍ଥି ଘୋଷଣା କରିଛି। ଦଳ ପକ୍ଷରୁ ଟୁଇଟ କରି ଲେଖାଯାଇଛି କି ଆଗାମୀ ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରି ଖୁସି ଲାଗୁଛି। ଏହାସହ ସମସ୍ତ ପ୍ରାର୍ଥୀଙ୍କୁ ଶୁଭକାମନା ଜଣାଇଛି ଦଳ।

ଟିଏମସି ଆସନ୍ତା ରାଜ୍ୟ ସଭା ନିର୍ବାଚନ ପାଇଁ ଡେରେକ ଓ’ବ୍ରାୟନ, ଡୋଲା ସେନ, ସୁଖେନ୍ଦୁ ଶେଖର ରୟ, ସମୀରୁଲ ଇସଲାମ, ପ୍ରକାଶ ଚିକ ବଡାଇକ ଏବଂ ସାକେତ ଗୋଖଲେଙ୍କ ନାମ ଉପରେ ମୋହର ଲଗାଇ ପ୍ରାର୍ଥୀ କରିଛନ୍ତି। ପଶ୍ଚିମବଙ୍ଗରୁ ୭ ରାଜ୍ୟ ସଭା ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ, ଯେଉଁଥିପାଇଁ ଗତ ଗୁରୁବାର ଅର୍ଥାତ୍‌ ଜୁଲାଇ ୬ରୁ ପ୍ରାଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି।
ଜନ ସେବା ପାଇଁ ପ୍ରକୃତ ଭକ୍ତି ସହ କାର୍ଯ୍ୟ କରିବାକୁ ପଶ୍ଚିମବଙ୍ଗର ରାଜ୍ୟ ସଭା ନିର୍ବାଚନରେ ଲଢୁଥିବା ପାଇଁ ପ୍ରାର୍ଥୀଙ୍କୁ ଟିଏମସି କହିଛି। ଦଳ ସମସ୍ତ ପ୍ରାର୍ଥୀଙ୍କୁ ଲୋକଙ୍କ ପ୍ରତି ଉତ୍ସର୍ଗୀକୃତ ହେବା ପାଇଁ ଉପଦେଶ ଦେଇଛି।
ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର ୭ଟି ରାଜ୍ୟ ସଭା ଆସନ ପାଇଁ ନାମାଙ୍କନ ଗତ ସପ୍ତାହରୁ ଆରମ୍ଭ ହୋଇଛି, ଯେଉଁଥି ପାଇଁ ଜୁଲାଇ ୨୪ରେ ନିର୍ବାଚନ ହେବ। ଏହା ସହିତ, ଅଧିକ ବିଳମ୍ବ ନ କରି, ସାରେ ଭୋଟ ଗଣନା ମଧ୍ୟ କରାଯିବ। ରାଜ୍ୟରୁ ମୋଟ ୬ଟି ରାଜ୍ୟ ସଭା ଏମପିଙ୍କ କାର୍ଯ୍ୟକାଳ ଆସନ୍ତା ମାସରେ ଶେଷ ହେବାକୁ ଥିବାବେଳେ ସପ୍ତମ ଆସନ ପାଇଁ ଉପନିର୍ବାଚନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri