Posted inଜାତୀୟ

ରାଜ୍ୟ ସଭା ନିର୍ବାଚନ: ହରିୟାଣାରେ କଂଗ୍ରେସ ପାଇଁ ସମସ୍ୟା ହୋଇପାରନ୍ତି କୁଲଦୀପ

ନୂଆଦିଲ୍ଲୀ,୪ ।୬: ଆସନ୍ତା ୧୦ ତାରିଖରେ ହେବାକୁ ଯାଉଛି ରାଜ୍ୟ ସଭା ନିର୍ବାଚନ । ଏଥିପାଇଁ ଦୁଇଟି ବଡ ରାଜ୍ୟରେ ଟକ୍କର ଚାଲିଛି । ହେଲେ କେଉଁ ଆସନ କାହା ନିକଟକୁ ଯିବ ତାହା ଏବେବି ଅନୁମାନ କରିବା କଷ୍ଟକର ହୋଇ ରହିଛି । ହରିୟାଣାରେ ସବୁଠାରୁ ବଡ ସମସ୍ୟା ରହିଛି କଂଗ୍ରେସ ପାଇଁ । ଏଠାରେ ଦଳକୁ କ୍ରସ ଭୋଟିଂର ଭୟ ରହିଛି । ଇତିମଧ୍ୟରେ ଏବେ ଦଳର ଅସନ୍ତୁଷ୍ଟ ନେତା କୁଲଦୀପ ବିଶ୍ନୋଇ କହିଛନ୍ତି ତାଙ୍କ ମନ ଯାହା କହିବ ରାଜ୍ୟ ସଭା ନିର୍ବାଚନରେ ସେ ତାହାହିଁ କରିବେ ।
ବିଶ୍ନୋଇ କହିଛନ୍ତି ରଣଦୀପ ସୁରଜେୱାଲା ଭଲ ନେତା ତେଣୁ ହରିୟାଣା ବିଧାୟକଙ୍କୁ ଅନୁରୋଧ ସେ ତାଙ୍କୁ ଭୋଟ ଦିଅନ୍ତୁ । ହେଲେ ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ୍ ନ କରିବା ପର୍ଯ୍ୟନ୍ତ ସେ କାହାକୁ ଭୋଟ ଦେବେ ତାହା କହିପାରିବେ ନାହିଁ ବୋଲି କହିଛନ୍ତି । କିନ୍ତୁ ସେ କହିଛନ୍ତି ଯେଉଁଠି ତ୍ରିଶଙ୍କୁ ହେଉଛି ସେଠାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଫାଇଦା ହେଉଛି । ହେଲେ ସେ କାହାର ଚାପରେ ଭୋଟ ଦେବେ ନାହିଁ ବୋଲି କହିଛନ୍ତି । ତାଙ୍କ ମନ ଯାହା କହିବ ସେ ତାହାହିଁ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri