Posted inରାଜ୍ୟ

ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ଜୁନ ୨ ଯାଏ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୧୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ।

ପ୍ରକାଶ ଯେ, ସୁବାସ ସିଂ କଟକ ମେୟରଭାବେ ନିର୍ବାଚିତ ହେବା ପରେ ସେ ଏମ୍‌ପି ପଦରୁ ଇସ୍ତଫା ଦେଇଥିଲେ । ଫଳରେ ଉକ୍ତ ଆସନଟି ଖାଲି ପଡ଼ିଛି। .


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ…

ଭୁବନେଶ୍ୱରରେ ଶେଷ ହେଉଛି ପେଟ୍ରୋଲ! ମନ୍ତ୍ରୀ କହିଲେ କାଲିଠୁ…

ଭୁବନେଶ୍ୱର,୧୩।୫: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି । ଓଡ଼ିଶାର…

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ…

ମୋଦିଙ୍କ ସୁରକ୍ଷାରେ ପ୍ରତି ଘଣ୍ଟାରେ ଖର୍ଚ୍ଚ ହୁଏ କେତେ ଟଙ୍କା? ସିକ୍ୟୁରିଟି ବଜେଟ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ତାଙ୍କ ରାଜନୀତି ପାଇଁ ନୁହେଁ ବରଂ ତାଙ୍କର ସରଳ ଜୀବନଶୈଳୀ ଏବଂ ଶୃଙ୍ଖଳିତ ଦୈନନ୍ଦିନ କାର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା।…

ପୁଣି ଛିଣ୍ଡିଗଲା ଗାନ୍ଧୀଛକରେ ତ୍ରିରଙ୍ଗା, ଦେଖନ୍ତୁ ଭିଡିଓ..

ବରଗଡ,୧୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ…

ମମତା ବାଜାର୍ଜୀଙ୍କ ପାଖଲୋକ ଛାଡିଲେ ପଦ, ବଙ୍ଗଳା ରାଜନୀତିରେ ହଲଚଲ!

କୋଲକାତା,୧୩।୫: ପଶ୍ଚିମବଙ୍ଗରେ ସରକାର ପରିବର୍ତ୍ତନ ପରେ, ପଶ୍ଚିମବଙ୍ଗ ମହିଳା କମିଶନର ଅଧ୍ୟକ୍ଷା ଲୀନା ଗଙ୍ଗୋପାଧ୍ୟାୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପୂର୍ୱରୁ ତାଙ୍କ…

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌: ଉତ୍ତ୍ୟକ୍ତ ଲୋକେ ଭାଙ୍ଗିଲେ…

ଭୁବନେଶ୍ୱର,୧୩।୫: ଭୁବନେଶ୍ବରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଲା, ତାଙ୍କ ଅବସ୍ଥା ଗୁରୁତର ହୋଇଛି। ଜୟଦେବବିହାର ଓ ଆଚାର୍ଯ୍ୟବିହାର ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri