Categories: ରାଜ୍ୟ

ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ଜୁନ ୨ ଯାଏ ନାମାଙ୍କନ ଦାଖଲ ହେବାକୁ ଥିବା ବେଳେ ୧୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ।

ପ୍ରକାଶ ଯେ, ସୁବାସ ସିଂ କଟକ ମେୟରଭାବେ ନିର୍ବାଚିତ ହେବା ପରେ ସେ ଏମ୍‌ପି ପଦରୁ ଇସ୍ତଫା ଦେଇଥିଲେ । ଫଳରେ ଉକ୍ତ ଆସନଟି ଖାଲି ପଡ଼ିଛି। .