ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୪ ପ୍ରାର୍ଥୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ନାମାଙ୍କନ ପତ୍ର ବିଜେଡ଼ିର ୪ ପ୍ରାର୍ଥୀ ଦାଖଲ କରିଛନ୍ତି। ମୁଖପାତ୍ର ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ଆଦିବାସୀ ନେତା ନିରଞ୍ଜନ ବିଶି ଆଜି ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ , ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବିଜେଡ଼ିର ବିଧାୟକ ଏବଂ ନେତା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗାରକାମ୍ଳଠାରୁ ୩୪ ଗୁଣ ଖରାପ ପ୍ରଭାବ ପକାଇଛି ମିଥେନ

କଟକ ଅଫିସ,୫।୬: ପ୍ରାକୃତିକ ବିବର୍ତ୍ତନ ଓ ପରିବେଶ ଅସନ୍ତୁଳନ ଏବେ ଜୀବଜଗତ ପ୍ରତି ଭୟଙ୍କର ବିପଦକୁ ଆମନ୍ତ୍ରଣ କରୁଛି। ସମ୍ପ୍ରତି ଫନୀକୁ ଦେଖିଲେ ଏହି ବାତ୍ୟା...

ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍‌: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ

ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ...

ଖୁବ୍‌ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି।...

‘ଆମକୁ ଆମ ସ୍କୁଲ ଫେରାଇ ଦିଅ’

ମହାକାଳପଡ଼ା,୨୨ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତର ଗୟସପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହ୍ରାସ ଯୋଗୁ ବ୍ଲକ ଶିକ୍ଷାଧିକାରୀଙ୍କ...

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି...

ବର୍ଷାରେ କଟକ ଜଳମଗ୍ନ

କଟକ ଅଫିସ, ୭ା୭:ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷାଯୋଗୁ କଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ବର୍ଷା ପୂର୍ବରୁ ସହରରେ ନାଳରୁ ପଙ୍କୋଦ୍ଧାର କାର୍ଯ୍ୟ ଶେଷ ହୋଇ...

ଶ୍ରୀଲିଙ୍ଗରାଜ ମନ୍ଦିରରେ ପଶିଲା କୁକୁର: ନୀତି ବିଳମ୍ବ ନେଇ ନିଜକୁ ଦାୟୀ କଲା ଏଏସ୍‌ଆଇ

ପୁରୁଣା ଭୁବନେଶ୍ୱର, ୨୮।୯(ଡି.ଏନ.ଏ.): ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିରକୁ କୁକୁର ପଶି ଆସିବା ନେଇ ଠାକୁରଙ୍କ ନୀତିରେ ବିଳମ୍ବ ହୋଇଥିଲା। ଏହି ଘଟଣାରେ ଏଏସ୍‌ଆଇ ନିଜକୁ ଦାୟୀ...

ଶଟର ଭାଙ୍ଗି ଗହଣା ଦୋକାନରେ ଚୋରି

ନୀଳଗିରି,୧୩।୭(ଡି.ଏନ.ଏ.): ନୀଳଗିରି ଥାନା ଅଧୀନ ସନ୍ତରାଗଡିଆ ବଜାରରେ ନ୍ୟୁ ନାରାୟଣ ଜୁଏଲାରି ଦୋକାନରୁ ଲୁଟ୍‌ ହୋଇଛି। ଶୁକ୍ରବାର ବିଳମ୍ବତି ରାତିରେ କେହି ଦୁର୍ବୃତ୍ତ ଶଟର ଭାଙ୍ଗି ...

Advertisement
Archives

Model This Week