ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ଦିନ। ବିଜେଡିର ୪ ପ୍ରାର୍ଥୀ ଆଜି ଦଳୀୟ ନେତା, ସମର୍ଥକ ଏବଂ ପ୍ରସ୍ତାବକଙ୍କ ଗହଣରେ ଯାଇ ନାମାଙ୍କନ ଦାଖଲ କରିବେ। ୧୧ଟାରେ ସବୁ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି । ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ନିରଞ୍ଜନ ବିଶିଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri