ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ଦିନ। ବିଜେଡିର ୪ ପ୍ରାର୍ଥୀ ଆଜି ଦଳୀୟ ନେତା, ସମର୍ଥକ ଏବଂ ପ୍ରସ୍ତାବକଙ୍କ ଗହଣରେ ଯାଇ ନାମାଙ୍କନ ଦାଖଲ କରିବେ। ୧୧ଟାରେ ସବୁ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି । ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ନିରଞ୍ଜନ ବିଶିଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ...

ଦେଶାନ୍ତର ହୋଇଛନ୍ତି ୧୨ଲକ୍ଷ ୭୧ହଜାର ଓଡ଼ିଆ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କୌଣସି ରାଜ୍ୟର ଜନସଂଖ୍ୟା ସେହି ରାଜ୍ୟର ଲୋକଙ୍କ ଜନ୍ମ ଏବଂ ମୃତ୍ୟୁ ପଞ୍ଜୀକରଣ ସହ ସେଠାରେ ବାସ କରୁଥିବା ଅନ୍ୟ ସ୍ଥାନର ଲୋକଙ୍କ ଉପରେ...

ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ

କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା...

ସରକାରୀ ବିଏଡ୍‌ କଲେଜ ବନ୍ଦ ନିର୍ଦ୍ଦେଶ ପରେ ତତ୍ପରତା

ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ଥିବା ୧୪ଟି ସରକାରୀ ବିଏଡ୍‌ କଲେଜ ବନ୍ଦ କରିବାଦେବା ଲାଗି ଏନ୍‌ସିଟିଇ (ନ୍ୟାଶନାଲ୍‌ କାଉନ୍‌ସିଲ ଫର୍‌ ଟିଚର ଏଜୁକେଶନ) କମିଟି ୨ ମାସ...

ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୁର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ...

୫-ଟି ସଚିବ ପାଣ୍ଡିଆନଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ: ମାର୍ଚ୍ଚ ୨୦ ସୁଦ୍ଧା ଶାମଗୁଡ଼ିଆ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ଶେଷ କରିବାକୁ ନିର୍ଦ୍ଦେଶ

କେନ୍ଦ୍ରାପଡା ଅଫିସ, ୧୫ା୧୦: ୨୦୨୦ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ତଳ ମହଲା ନିର୍ମାଣ...

ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଆଇଆଇଆଇଟି ଛାତ୍ରୀଛାତ୍ରଙ୍କୁ ୯୧% ପ୍ରତିଶତ ନିଯୁକ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେଶନ ଟେକ୍ନୋଲୋଜି(ଆଇଆଇଆଇଟି) ଭୁବନେଶ୍ୱର ୨୦୦୬ରେ ସ୍ଥାପନ କରାଯାଇଥିଲା। ଏହି ଅନୁଷ୍ଠାନରୁ ୨୦୧୯-୨୦ରେ ପାସ କରିଥିବା...

Advertisement
Archives

Model This Week