ରାଜ୍ୟସଭା ନିର୍ବାଚନ: ବୈଠକକୁ କାହିଁକି ଆସିଲେନି କଂଗ୍ରେସର ୨ ବିଧାୟକ, କହିଲେ…

ଭୁବନେଶ୍ୱର,୩।୩: କାହିଁକି ବିଧାୟକ ବୈଠକରେ ପହଞ୍ଚି ପାରିଲେନି ସାନଖେମୁଣ୍ଡି ବିଧାୟକ ରମେଶ ଜେନା କହିଲେ କାରଣ । ସେ କହିଛନ୍ତି, ପୂର୍ବ ସ୍ଥିରୀକୃତ କାର୍ଯ୍ୟ ପାଇଁ ବିଳମ୍ବ ହୋଇଗଲା । ଆଗରୁ କେବେ ବିଜେଡି-କଂଗ୍ରେସ ଗଠବନ୍ଧନ ନ ଥିଲା। ମାତ୍ର ଏବେ କଣ ଭାବି ରାଜ୍ୟସଭାରେ ସମର୍ଥନ ଦେବେ କହୁଛନ୍ତି ମୁଁ ଜାଣିନି। କଂଗ୍ରେସ ବହୁ ବର୍ଷ ଧରି କ୍ଷମତାରେ ନାହିଁ, ଦୁର୍ବଳ ହୋଇଯାଇଛି। ସରକାରରେ ଥିବାବେଳେ ବିଜେଡି ମୋତେ ବହୁ ହଇରାଣ କରିଛି। ମୋ ଭଳି ଅନେକଙ୍କୁ ହଇରାଣ ହରକତ କରିଥିଲେ।

ଅନ୍ୟପକ୍ଷେ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, କଂଗ୍ରେସରେ କ୍ରସ ଭୋଟିଂ ହେବନି, AICC ନିଷ୍ପତ୍ତି ସମସ୍ତେ ମାନିବୁ । ବୈଠକରେ ଦୁଇଜଣ ବିଧାୟକ ଅନୁପସ୍ଥିତ ଥିଲେ। ରମେଶ-ଜେନା ଓ ସୋଫିଆ ର୍ଫିଦ୍ଦୋସ କାର୍ଯ୍ୟବ୍ୟସ୍ଥତାରୁ ଆସି ନ ଥିଲେ କିନ୍ତୁ ଉଭୟ ସମର୍ଥନ ଦେବେ ବୋଲି ମୋ ସହିତ କଥା ହୋଇ କହିଛନ୍ତି ବୋଲି କାଡମ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri