Posted inଜାତୀୟ

ପେଟ୍ରୋଲ-ଡିଜେଲ ଦାମ ବୃଦ୍ଧି ନେଇ ରାଜ୍ୟ ସଭା ଅଚଳ

ନୂଆଦିଲ୍ଲୀ,୮।୩: ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ନେଇ ବିରୋଧି ଦଳଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡ୍‌ଗେ ଶୂନ୍ୟକାଳ ନିଲମ୍ବିତ କରିବା ଲାଗି ଦାବି କରିଥିଲେ। ଗୃହର କାର୍ଯ୍ୟ ସ୍ବାଭାବିକ ଭାବେ ନ ହୋଇ ପାରିବାରୁ ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ରାଜ୍ୟ ସଭାକୁ ସ୍ଥଗିତ ରଖିଥିଲେ। ପରେ ସ୍ଥିତିରେ ପରିବର୍ତ୍ତନ ନ ହେବାର ଗୃହକୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହ ଅଚଳ ହୋଇପଡିଥିଲା। ତେଣୁ ଗୃହକୁ ମଙ୍ଗଳବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଅଧ୍ୟକ୍ଷ ନିଷ୍ପତ୍ତି ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର

ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର...

‘ଭାଜପା ଅଫିସ୍‌ ଉପରେ ବୁଲଡୋଜର ଚଳାଯାଉ’

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଥିବା ଜାହାଙ୍ଗିରପୁରୀରୁ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଉତ୍ତର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ସୁପ୍ରିମକୋର୍ଟ ଏହା...

ତିହାର ଜେଲରେ ଖୋଲିଲା ଆଇସୋଲେଶନ ସେଲ୍‌

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ଆମ ଦେଶରେ ବ୍ୟାପିବା ଆରମ୍ଭ କରିଥିବା ବେଳେ ଏବେ ଏହାକୁ ନେଇ ସଚେତନା ସୃଷ୍ଟି କରାଯାଉଛି। କେବଳ ବାହାରେ ଥିବା ଲୋକେ...

୨୬ ଜାନୁୟାରୀରୁ ବଢିବ ଶୀତ, କମିବ ୫ ରାଜ୍ୟର ତାପମାତ୍ରା

ନୂଆଦିଲ୍ଲୀ,୨୫ ।୧: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଓ ମଧ୍ୟ ଭାରତରେ ଶୀତର ପ୍ରକୋପ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଇଏମଡିର...

ଗାନ୍ଧୀଙ୍କ ମୂର୍ତ୍ତି ସମ୍ମୁଖରେ ଭୋ ଭୋ କାନ୍ଦିଲେ ସମାଜବାଦୀ ପାର୍ଟି ନେତା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୩।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀରେ ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ଭୋ ଭୋ ହୋଇ କାନ୍ଦିଛନ୍ତି। ଭାଜପା ଦେଶରେ ନାଟକ କରୁଛି ବୋଲି...

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ...

ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଅରାଜି ଅଭିଭାବକ

ମୁମ୍ବାଇ, ୧୩।୫:: କରୋନା ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍‌ଡାଉନ ଜାରିରହିଛି। କଟକଣା ହଟିବା ପରେ ଜୁନ/ଜୁଲାଇ ସୁଦ୍ଧା ସ୍କୁଲ ଖୋଲିବା ପାଇଁ ସରକାର ଚିନ୍ତା...

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି...

Advertisement
Archives

Model This Week