Posted inଜାତୀୟ

ମଙ୍ଗଳବାର ଅପରାହ୍ନ ପର୍ଯ୍ୟନ୍ତ ରାଜ୍ୟ ସଭା, ଲୋକ ସଭା ସ୍ଥଗିତ

ନୂଆଦିଲ୍ଲୀ,୧୮।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ସମୟରେ ରାଜ୍ୟ ସଭାର ପ୍ରକ୍ରିୟା ମଙ୍ଗଳବାର ଅପରାହ୍ନ ୨.୧୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ବେଳେ ଲୋକ ସଭା ଅପରାହ୍ନ ୧.୧୫ ଯାଏ ସ୍ଥଗିତ ରଖାଯାଇଛି। ସୂଚନାଯୋଗ୍ୟ, ସୋମବାରଠାରୁ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି।

ଅନ୍ୟପଟେ, ମୋଦି ସରକାରଙ୍କ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବ। ସଂସଦ ଏନେକ୍ସି ବିଲଡିଂରେ ବୈଠକ ବସିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri