ପୁଣି ରାକେଶ ହେଲେ ଗଞ୍ଜାମ ଏନ୍‌ଏସି ଛାତ୍ର ବିଜେଡି ସଭାପତି

ଗଞ୍ଜାମ,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ବିଜୁ ଜନତା ଦଳ ଛାତ୍ର ସଭାପତି ଭାବେ ପୁଣି ରାକେଶ ରଞ୍ଜନ ଦାସ(ସିଲୁ ) ମନୋନୀତ ହୋଇଛନ୍ତି l ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରିଥିବା ରାକେଶ ବର୍ତ୍ତମାନ ବିଜେଡିର ଜଣେ ସକ୍ରିୟ ସଦସ୍ୟ ଏବଂ ଶୃଙ୍ଖଳିତ କର୍ତ୍ତା ଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି l ଛାତ୍ର ସଭାପତି ହେବା ପରେ ରାକେଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଧାୟକ ସୁବାଷ ଚନ୍ଦ୍ର ବେହେରା, ବିଜେଡି ଜିଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡାଙ୍କୁ କୃତଜ୍ଞତା ଜଣାଇଛନ୍ତି। ଛାତ୍ର ସଂଗଠନକୁ ଆହୁରି ସୁଦୃଢ କରିବାକୁ ସେ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ବଡବିଲ, ୨୩।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ସେଡିଂ ଅଞ୍ଚଳର ସୁଜାତା କାରୁଆ ନାମ୍ନୀ ଜଣେ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଯୌତୁକ ନିର୍ଯାତନା ସହି...

ଗୋଟିଏ କୋଠରିରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ପିଲା

ବେହେରା,୬।୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଦଣ୍ଡପାଟ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ତ ପୁଣି କେଉଁଠି ଭିତ୍ତିଭୂମି ଅଭାବ। ପାରିପାଶର୍‌ବିକକୁ ଅନୁମାନ କରାଗଲେ ଛାତ୍ରୀଛାତ୍ରଙ୍କ...

ଧସିଲା କରଡ଼ା ଘାଟି, ଅଟକି ରହିଛି ଶହଶହ ଗାଡ଼ିମୋଟର

ରାଇକିଆ,୧୭ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର କରଡ଼ା ଘାଟି ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ହୋଇଛି। ଘାଟିର ତିନୋଟି ସ୍ଥାନରେ ଓ୍ବାଲ ଧସି ଯିବାରୁ ଗାଡ଼ିମୋଟର ଚଳାଚଳ...

ପୁରୀକୁ ଆସୁଛନ୍ତି ୨ ହଜାରରୁ ଊର୍ଦ୍ଧ୍ୱ ନାଗା ସାଧୁ

ପୁରୀ ଅଫିସ, ୪ା୯:ମଠ ଉଚ୍ଛେଦକୁ ନେଇ ମଙ୍ଗଳବାର ସାଧୁସନ୍ଥଙ୍କ ପ୍ରତିବାଦ ଯୋଗୁ ପ୍ରଶାସନ ପକ୍ଷରୁ ବଡ ଆଖଡା ମଠ ଉଚ୍ଛେଦକୁ ସ୍ଥଗିତ ରଖିଛି। ତେବେ ସାଧୁ...

ବିଦ୍ୟୁତ୍‌ ବିଲ୍‌ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପ:  ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

କନିଷି,୧୨ା୯(ଡି.ଏନ.ଏ.)-ବ୍ରହ୍ମପୁର ସାଉଥ୍‌କୋ ୟୁଟିଲିଟି ଅଧୀନ କନିଷି ସବଡିଭିଜନର ସ୍ବୟଂ ସହାୟିକା ଗୋଷ୍ଠୀକୁ ବିଦ୍ୟୁତ୍‌ ବିଲ ଆଦାୟ ଦାୟିତ୍ୱ ପ୍ରଦାନରେ ରାଜନୈତିକ ଚାପକୁ ନେଇ ଅସନ୍ତୋଷ ବୃଦ୍ଧି...

କାଶୀପୁରରେ କୁଆପଥର ବର୍ଷା

ଟିକିରି,୧୮ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ ପ୍ରବଳ କୁଆପଥର ସହ ବର୍ଷା ହୋଇଛି। ଏହି ସମୟରେ ଗୋରଖପୁରଠାରୁ ମାରିଭଟା ପର୍ଯ୍ୟନ୍ତ କୁଆପଥର ସହ...

୪୦ ଲିଟର ମହୁଲି ମଦ ଜବତ, ଦୁଇ ଗିରଫ

ବାଲିଗୁଡା,୨୦।୧୦: ବାଲିଗୁଡା ପୋଲିସ ଚଢାଉ କରି ମହୁଲି ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ମହିଳା...

ପ୍ରଶାସନ ଶୁଣିଲାନି: ପୋଲ ନିର୍ମାଣ କଲେ ଗ୍ରାମବାସୀ

ବାଲିଗୁଡା,୭ା୬.(ଡି.ଏନ.ଏ.)- ନାଳର ଆରପଟେ ରହିଛି ସ୍କୁଲ, ଅଙ୍ଗନଓ୍ବାଡି, ପଞ୍ଚାୟତ ଗୃହ। ନାଳ ଏପଟେ ରହିଯାଇଛନ୍ତି ଲୋକେ। ଯାତାୟାତ ପାଇଁ ନାଳ ଉପରେ ପୋଲଟିଏ ନାହିଁ। ଖରାଦିନେ...

Advertisement
Archives

Model This Week