Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ସମର୍ଥନ କରି କେନ୍ଦ୍ରକୁ ଟାର୍ଗେଟ କଲେ ରାକେଶ ଟିକାୟତ

ନୂଆଦିଲ୍ଲୀ,୨୯।୩: ଚାଷୀ ନେତା ରାକେଶ ଟିକାୟତ କେନ୍ଦ୍ରଙ୍କୁ ଟାର୍ଗେଟ କରିଛନ୍ତି। ମଙ୍ଗଳବାର ହରିଆଣାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରି ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ କରି ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଦେଶରେ ଗଣତନ୍ତ୍ର ଏବେ ବିପଦରେ। ଯେତେବେଳେ ସରକାର ଭେଦଭାବମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି, ସେତେବେଳେ ସମସ୍ତ ବିରୋଧୀ ଦଳ ଏକଜୁଟ ହେବା ଉଚିତ୍‌। ସବୁ ଦଳକୁ ହଟାଇବା ପାଇଁ ଧୀରେ ଧୀରେ ଉଦ୍ୟମ କରାଯାଉଛି।

ରାହୁଲ ଗାନ୍ଧୀ ମାମଲାରେ ପରୋକ୍ଷରେ ସୂଚନା ଦେଇ ଟିକାୟତ କହିଛନ୍ତି , ଯେଉଁ ବ୍ୟକ୍ତିଙ୍କ ସହ ଭୁଲ କରାଯିବ ଆମେ ତାଙ୍କ ସହ ଛିଡା ହେବୁ। ଦେଶର ଗଣତନ୍ତ୍ର ବିପଦରେ ଥିବାରୁ ସମସ୍ତ ଦଳ ଏକାଠି ହୋଇ କିଷାନ ମୋର୍ଚ୍ଚା ଭଳି ମିଳିତ ରାଜନୈତିକ ସାମ୍ମୁଖ୍ୟ ଗଠନ କରିବା ଉଚିତ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୋସିଆଲ ମିଡିଆ ଦିବସ, ସୋସିଆଲ ମିଡିଆ ଡିଜିଟାଲ ଯୁଗରେ ଅବିଚ୍ଛେଦ୍ୟ ଅଙ୍ଗ

ବର୍ତ୍ତମାନ ସମୟରେ ସୋସିଆଲ ମିଡିଆର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ୍‌,…

ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆଧାର ଲିଙ୍କ୍‌ ନ କଲେ ପେନ୍‌ସନ୍‌ ନାହିଁ

ଭୁବନେଶ୍ୱର,୩୦।୬(ସୁନିତ୍‌ ମିଶ୍ର): ୨୦୨୬-୨୭ରେ ‘ଏସ୍‌ଏନ୍‌ଏ-ସ୍ପର୍ଶ’ ପ୍ଲାଟଫର୍ମ ଜରିଆରେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏପି) ହିତାଧିକାରୀଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଉଛି। ପୋର୍ଟାଲର ରିପୋର୍ଟ ମୁତାବକ ୩,୩୫,୮୫୦ ଜଣ ହିତାଧିକାରୀ…

ମୋଦିଙ୍କ ନାମ ନେଇ ଭାରତକୁ ସିଧାସଳଖ ଧମକ ଦେଲା ପାକିସ୍ତାନ, କହିଲା ‘ହାତ କାଟିଦେବୁ’, ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୩୦।୬: ସିନ୍ଧୁ ଜଳ ଚୁକ୍ତି ବିବାଦ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତକୁ ଖାଲି ଧମକ ଦେଇଛି। ପାକିସ୍ତାନର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମୁସାଦିକ ମାଲିକ କହିଛନ୍ତି…

ଦ୍ରୁତ ଗତିରେ ଆଗକୁ ବଢୁଛି ମୌସୁମୀ: ଆଗାମୀ ୧୫ଘଣ୍ଟା ମଧ୍ୟରେ ୧୭ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ‘ମହା-ଆଲର୍ଟ’

ନୂଆଦିଲ୍ଲୀ,୩୦।୬: ପ୍ରବଳ ଗରମ ସହ ସଂଘର୍ଷ କରୁଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ପାଣିପାଗ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri