Posted inଜାତୀୟ

ମୋତେ ହତ୍ୟା କରିବାକୁ ଚାହୁଁଛନ୍ତି ସରକାର: ରାକେଶ ଟିକାଏତ

ମିରଠ,୪ ।୬: ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଟିକାଏତ ମିରଠର କଙ୍ଗରଖେଡାରେ କୃଷକ ପଞ୍ଚାୟତରେ କୃଷକ ଓ କର୍ମୀଙ୍କୁ ସମ୍ବୋଧନ ଦେବା ଅବସରରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି କି ସରକାର ତାଙ୍କୁ ହତ୍ୟା କରିବାକୁ ଚାହୁଁଛନ୍ତି । କର୍ନାଟକରେ ହୋଇଥିବା ଆକ୍ରମଣ ଜାଣିଶୁଣି କରାଯାଇଥିବା ସେ କହିଛନ୍ତି । ଦିଲ୍ଲୀରେ ବିପିନ ରାୱତଙ୍କ ଘରେ ବି ହତ୍ୟା ଯୋଜନା କରାଯାଇଥିବା ସେ କହିଛନ୍ତି । ଟିକାଏତ କହିଛନ୍ତି ଏବେ ସରକାରଙ୍କ ସହ ଲଢିବାର ସମୟ ନୁହେଁ ବରଂ ଆପୋସ ସମାଧାନ ଚାହୁଁଛନ୍ତି କୃଷକ । ଟିକାଏତ ପରିବାର ସବୁବେଳେ କୃଷକଙ୍କ ପାଇଁ ସ୍ୱର ଉାତ୍ତାଳନ କରୁଛି ଓ କରୁଥିବ ବି ।
ନିର୍ବାଚନ ପୂର୍ବରୁ ଯେଉଁ ସରକାର ମାଗଣା ବିଜୁଳୀ ଦେବା କଥା କହିଥିଲେ ଆଜି ସେ ନଳକୂପରେ ମିଟର ଲଗାଇ କୃଷକଙ୍କର ଉତ୍ପିଡନ କରୁଛନ୍ତି । ୧୦ ବର୍ଷରୁ ଅଧିକ ସମୟ ଟ୍ରାକ୍ଟରକୁ ବନ୍ଦ କରି ଦିଆଯାଉଛି । ସେଥିପାଇଁ ସଙ୍ଗଠନ ଲଢେଇ କରୁଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦିଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…

ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri