Posted inଜାତୀୟ

କୃଷକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ନମ୍ବର ମାଗୁଛନ୍ତି କୃଷକ ନେତା

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର କୃଷି ଆଇନର ବିରୋଧ କରି ଆଜକୁ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଆନ୍ଦୋଳନରେ ବସିଛନ୍ତି କୃଷକ । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ବି ଏହାର କୌଣସି ସମାଧାନ ଏପର୍ଯ୍ୟନ୍ତ ବାହାରି ପାରୁ ନାହିଁ । ଏବେ କୃଷକ ନେତା ରାକେଶ ଟିକାଏତ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟେଲିଫୋନ୍ ନମ୍ବର ମାଗିଛନ୍ତି ଓ କହିଛନ୍ତି ମୋଦି ତାଙ୍କ ନମ୍ବର ଦେଲେ କୃଷକମାନେ ତାଙ୍କ ସହ କଥା ହେବାକୁ ଅପେକ୍ଷା ରଖିଛନ୍ତି । ସୂଚନାଯୋଗ୍ୟ, ନିକଟରେ ମୋଦି ସର୍ବଦଳୀୟ ବୈଠକରେ କହିଥିଲେ କି ଏବେ ତାଙ୍କ ସରକାର କୃଷକଙ୍କ ସହ କଥା ହେବାକୁ ମାତ୍ର ଗୋଟିଏ ଫୋନ୍ କଲ୍ ଦୂରତାରେ ରହିଛି । ମୋଦି ଆହୁରି ମଧ୍ୟ କହିଥିଲେ କି କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ କୃଷକନେତା ଯେତେବେଳେ ଚାହିଁବେ ଫୋନ କରି କଥା ହୋଇ ପାରିବେ । ହେଲେ ଟିକାଏତ୍ କହିଛନ୍ତି ମୋଦି ତାଙ୍କ ନମ୍ବର ଦେଲେ ସେ ସିଧାସଳଖ ତାଙ୍କ ସହ କଥା ହେବେ । ଟିକାଏତ୍ ଦିଲ୍ଲୀ ଓ ଉତ୍ତରପ୍ରଦେଶ ମଧ୍ୟରେ ଗାଜିପୁର ସୀମାରେ କୃଷକ ଆନ୍ଦୋଳନର ନେତୃତ୍ୱ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri