Posted inଜାତୀୟ

ପୁଣି ଆନ୍ଦୋଳନ ଚେତାବନୀ ଦେଲେ କୃଷକ ନେତା

ମୁଜାଫରନଗର,୭।୪: ଭାରତୀୟ କୃଷକ ୟୁନିଅନର ଜାତୀୟ ମୁଖପାତ୍ର ରାକେଶ ଟିକାଏତ୍‌ ପୁଣିଥରେ କୃଷକ ଆନ୍ଦୋଳନ ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନ ପୂର୍ବରୁ ଚାଷୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ସରକାର ଭୁଲିଯାଇଛନ୍ତି। ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେବାକୁ ସେ ଚାଷୀଙ୍କୁ କହିଛନ୍ତି। ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବା ବ୍ୟତୀତ ସରକାର ଆହୁରି ଅନେକ ପ୍ରତିଶ୍ରୁତି ଦେଇଛନ୍ତି। ସର୍ବନିମ୍ନ ସହାୟତା ମୂଲ୍ୟ ଗ୍ୟାରେଣ୍ଟି ଆଇନ, ଉପଯୁକ୍ତ ମୂଲ୍ୟରେ ବିଦ୍ୟୁତ, ଜଳସେଚନ ଭଳି ପ୍ରତିଶୃତି ଦିଆଯାଇଛି, କିନ୍ତୁ ଏପର୍ଯ୍ୟନ୍ତ କୌଣସି ପ୍ରତିଶ୍ରୁତି ପୂରଣ ହୋଇ ନାହିଁ। ଆନ୍ଦୋଳନର ତାରିଖ ଏପର୍ଯ୍ୟନ୍ତ ସ୍ଥିର କରାଯାଇ ନାହିଁ, କିନ୍ତୁ ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି।
ଅନ୍ୟପକ୍ଷରେ କୃଷକ ୟୁନିଅନର ସଭାପତି ରାଜଭୀର ସିଂ ଜାଦୌନ ମଧ୍ୟ କୃଷକମାନଙ୍କୁ ଏକଜୁଟ ହେବାକୁ ଆହ୍ବାନ ଦେଇଛନ୍ତି ଏବଂ ସେମାନଙ୍କୁ ପୁଣିଥରେ ଦୀର୍ଘ ସଂଗ୍ରାମ କରିବାକୁ ପଡ଼ିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?