ଦିନେ ଚୁମ୍ବନ ଦେଇ ଚର୍ଚ୍ଚାରେ ଥିଲେ, ଆଜି ମିକାଙ୍କ ପାଦ ଛୁଇଁଲେ ଡ୍ରାମା କୁଇନ୍‌

ବଲିଉଡର ପ୍ରସିଦ୍ଧ ଗାୟକ ମିକା ସିଂ ତାଙ୍କ ଗୀତ ଅପେକ୍ଷା ମନ୍ତବ୍ୟ ପାଇଁ ଅଧିକ ଚର୍ଚ୍ଚାରେ ଥା’ନ୍ତି। ମିକା ଆଜି ଜଣେ ବଲିଉଡର ଜଣେ ସଫଳ ଗାୟକ। ଥରେ ତାଙ୍କ ଜନ୍ମଦିନରେ ଆଇଟମ ଗର୍ଲ ରାକ୍ଷୀ ସାୱନ୍ତଙ୍କ ଓଠରେ ଜବରଦସ୍ତି ଚୁମ୍ବନ ଦେଇ ଚର୍ଚ୍ଚାରେ ଥିଲେ। ନିକଟରେ ଦୁହେଁ ମୁମ୍ବାଇର ରାସ୍ତାରେ ଏକାଠି ନଜର ଆସିଥିଲେ। ରାକ୍ଷୀ ମିକାଙ୍କୁ ଦେଖିବା ମାତ୍ରେ ଚିତ୍କାର କରିବାକୁ ଲାଗିଲେ। ଏହାପରେ ଦୁହେଁ ଏକାଠି କୋଳାଗ୍ରତ କରି ପରସ୍ପରର ପ୍ରଶଂସା କରିଛନ୍ତି। ମିକା କହିଛନ୍ତି, ମୁଁ ରାକ୍ଷୀଙ୍କୁ ଠିଆ ହେବାର ଦେଖି ଅଣଦେଖା କରିପାରଲି ନାହିଁ, ତେଣୁ ମୋତେ ଗାଡିରୁ ଓହ୍ଲାଇବାକୁ ପଡିଲା। ଏଥି ସହିତ ରାକ୍ଷୀ ଏହା ମଧ୍ୟ କହିଛନ୍ତି ଯେ ଆମେ ବନ୍ଧୁ ଅଟୁ। ମିକା କହିଛନ୍ତି ଯେ, ରାକ୍ଷୀ ସାୱନ୍ତଙ୍କ କାରଣରୁ ହିଁ ବିଗ୍‌ ବସ୍‌ ଚାଲିଛି। ଏହା ଶୁଣି ରାକ୍ଷୀ ଖୁସିରେ ମିକାଙ୍କ ପାଦକୁ ମଧ୍ୟ ଛୁଇଁଲେ।

ମକା ନିଜ ଜନ୍ମଦିନରେ ରାକ୍ଷୀଙ୍କୁ ଜବରଦସ୍ତ ଚୁମ୍ବନ ଦେଇଥିଲେ। ଚୁମ୍ବନ କରିବାର ଏହି ଭିଡିଓ ମଧ୍ୟ ବହୁତ ଭାଇରାଲ ହେଲା। ଏହି ଘଟଣା ପରେ ବହୁତ ଗଣ୍ଡଗୋଳ ହୋଇଥିଲା। ମିକାଙ୍କ ବିରୋଧରେ ରାକ୍ଷୀ ଅନେକ ଅଭିଯୋଗ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri