ରାଜରାସ୍ତାରେ ରାକ୍ଷୀ

ମୁମ୍ବାଇ: ବଲିଉଡ୍ କଣ୍ଟ୍ରୋଭର୍ସି କୁଇନ୍ ରାକ୍ଷୀ ସାୱନ୍ତ ଏବେ ଖୁବ୍ ବ୍ୟସ୍ତ । ଏବେ ତାଙ୍କୁ ଉତ୍ତରପ୍ରଦେଶ ଲକ୍ଷ୍ନୌ ରାଜରାସ୍ତାରେ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳୁଛି । ଅବଶ୍ୟ ସେ ତାଙ୍କ ଆଗାମୀ ୱେବ ସିରିଜ୍ ପାଇଁ ସେଠାରେ ଶୁଟିଂ କରୁଥିବା ଜଣାପଡିଛି । ଦୀର୍ଘ ଏକ ମାସ ପର୍ଯ୍ୟନ୍ତ ଏହି ଶୁଟିଂ ଚାଲିବ ବୋଲି ଜଣାପଡିଛି । ତେବେ ରାଜରାସ୍ତାରେ ରାକ୍ଷୀଙ୍କ ଶୁଟିଂ ସେଟର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏଥିରେ ରାକ୍ଷୀ ପିଙ୍କ କଲର ଡ୍ରେସରେ ନଜର ଆସିଛନ୍ତି । ଲଗାମ ନଥିବା ନିଜର ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ଏହି ଅଭିନେତ୍ରୀ ନିଜ ପର୍ସନାଲ ଲାଇଫକୁ ନେଇ ମଧ୍ୟ ଖୁବ୍ ଚର୍ଚ୍ଚିତ । ନିକଟରେ ତାଙ୍କ ଅଭିନୀତ ଫିଲ୍ମ ବିନାଶକାଲ ୨୭ ନଭେମ୍ବରକୁ ସାରା ଦେଶରେ ରିଲିଜ୍ ହୋଇଛି । ତାଙ୍କ ଭାଇ ରାକେଶ ସାୱନ୍ତ ଏହାର ନିର୍ଦ୍ଦେଶନା ଦେଇଥିବା ବେଳେ ନିରଜ ଗୁପ୍ତା ପଯୋଜନା ଭାର ସମ୍ଭାଳିଛନ୍ତି । ମିଳିଥିବା ସୂଚନାରୁ ଜଣାପଡିଛି କି ରାକ୍ଷୀ ଖୁବ୍‌ଶୀଘ୍ର ତାଙ୍କର ଏକ ଡ୍ୟାନ୍ସ ସ୍କୁଲ ଖୋଲିବାକୁ ଯାଉଛନ୍ତି । ସେ କହିଛନ୍ତି ଯେ ତାଙ୍କ ଜୀବନରେ ସେ ଯେଉଁ ସବୁ ପଥ ଦେଇ ଆସିଛନ୍ତି କୌଣସି ଝିଅ ଜୀବନରେ ଏହା ନ ଆସୁ ବୋଲି ଉଦ୍ଦେଶ୍ୟ ରଖି ସେ ଏହି ସ୍କୁଲ ଖୋଲିବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri