ସଲମାନଙ୍କୁ ସମର୍ଥନ କଲେ ରାକ୍ଷୀ

ମୁମ୍ବାଇ,୨୪ା୩: ଦବଙ୍ଗ ଖାନ ସଲମାନ ଏବଂ ତାଙ୍କ ଅଙ୍ଗରକ୍ଷୀ ଜଣେ ଖବରଦାତାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ମୁମ୍ବାଇ କୋର୍ଟ ସମନ ଜାରି କରିଛନ୍ତି। ଏପ୍ରିଲ ୨ରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଏତିକି ନୁହେଁ, ଖବରଦାତା ସଲମାନ ଏବଂ ତାଙ୍କ ଅଙ୍ଗରକ୍ଷୀ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି। ରାକ୍ଷୀ ସାଓ୍ବନ୍ତ ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି। ରାକ୍ଷୀ ସଲମାନଙ୍କୁ ସମର୍ଥନ କରିଛନ୍ତି।

ରାକ୍ଷୀ ଏଥିରେ ନିଜର ପ୍ରତିକ୍ରିୟା ଦେବା ସହ ସଲମାନଙ୍କୁ ବେଶ୍‌ ପ୍ରଶଂସା ବି କରିଛନ୍ତି। ସେ କହିଛନ୍ତି, ଦେଖ କୌଣସି ମିଡିଆ କେବେ ଖରାପ ନୁହେଁ, କିନ୍ତୁ ଯେତେବେଳେ ତୁମେ ଏକ ବଡ଼ ଷ୍ଟାର ହୁଅ, କିଛି ପ୍ରଶ୍ନ ତୁମକୁ ଆଘାତ ଦେଇଥାଏ। ସଲମାନଙ୍କ ଫିଲ୍ମ ସୁପରହିଟ୍‌, ତାଙ୍କ ପ୍ରଶଂସକଙ୍କ ସଂଖ୍ୟା ବି ଲକ୍ଷଲକ୍ଷ। କିନ୍ତୁ ଜୀବନରେ ସେ ସେହି ସୁଖ ପାଇ ନାହାନ୍ତି। ମୁଁ ଭାବୁଛି ତାଙ୍କ ପାଖରେ ସବୁକିଛି ଅଛି, କିନ୍ତୁ ବେଳେବେଳେ ଏହା ମଧ୍ୟ ଅନୁଭବ କରେ ଯେ, ସେ କଷ୍ଟ ପାଉଛନ୍ତି। ଯଦି ଆପଣ ତାଙ୍କ ଯନ୍ତ୍ରଣାଦାୟକ ବିଷୟରେ ପଚାରିବେ ତେବେ ସେ ବିରକ୍ତ ତଥା କ୍ରୋଧିତ ହେବା ସ୍ବାଭାବିକ କଥା।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri