ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି ରାକ୍ଷୀ, କହିଲେ ମୋଦି ଚା’ କରୁ କରୁ ପ୍ରଧାନମନ୍ତ୍ରୀ ଆଉ ମୁଁ…

ମୁମ୍ବାଇ: ଏଣ୍ଟରଟେନମେଣ୍ଟ କୁଇନ ରାକ୍ଷୀ ସାୱନ୍ତ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ତାଙ୍କର ବେକାବୁ ବୟାନକୁ ନେଇ ସେ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ । ତାଙ୍କର କମେଣ୍ଟସ ଦର୍ଶକଙ୍କ ଚେହେରାରେ ହସ ଫୁଟାଇ ଥାଏ । ପ୍ରାୟ ସବୁ ବିଷୟକୁ ନେଇ ସେ ତାଙ୍କ ରାୟ ଦେଇଥାଆନ୍ତି କହିଲେ ଚଳେ । ଏବେ ସେ ରାଜନୀତିରେ ପାଦ ରଖିବାକୁ ନେଇ ଏମିତି କଥା କହିଛନ୍ତି ଯାହା ଚର୍ଚ୍ଚାକୁ ଆସିଛି । ଏବେ ରାକ୍ଷୀ ସାୱନ୍ତଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ସେଥିରେ ସେ ମୁଖ୍ୟମନ୍ତ୍ରୀ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ଆହୁରି ମଧ୍ୟ କହିଛନ୍ତି ଯଦି ସେ ମୁଖ୍ୟମନ୍ତ୍ରୀ ହେବେ ତେବେ ସେ କ’ଣ କରିବେ ।
ଏହାସହ ଏହି ଡ୍ରାମା କୁଇନ ନିଜକୁ ହେମା ମାଳିନୀଙ୍କ ସହ ତୁଳନା କରିଛନ୍ତି । ସେ କହିଛନ୍ତି ତାଙ୍କ ଭଳି ସେ ସୁନ୍ଦର ହୋଇ ପାରିବେ ନାହିଁ ସତ । ହେଲେ ରାଜନୀତିକୁ ଆସିଲେ ସେ ନିଶ୍ଚୟ ବାଜି ମାରିବେ । ସେ ଆହୁରି ମଧ୍ୟ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ଚା’ ବିକ୍ରି କରୁ କରୁ ପ୍ରଧାନମନ୍ତ୍ରୀ ହୋଇଗଲେ ତେବେ ମୁଁ ବସି ବସି, ହସି ହସି ଶୋଇ ଶୋଇ ମୁଖ୍ୟମନ୍ତ୍ରୀ ହୋଇ ପାରିବି ନାହିଁ କାହିଁକି । ରାକ୍ଷୀଙ୍କର ଏହି ଭିଡିଓ ଏବେ ଭାଇରାଲ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?