ସଲମାନଙ୍କ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ରାକ୍ଷୀ!

ମୁମ୍ବାଇ: ବଲିଉଡ ଡ୍ରାମା କୁଇନ ରାକ୍ଷୀ ସାୱନ୍ତଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଭିଡିଓଟି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିବା ବେଳେ ତାଙ୍କ ପ୍ରଶଂସକମାନେ ଏହାକୁ ବେଶ ପସନ୍ଦ କରିଛନ୍ତି । ଭିଡିଓରେ ରାକ୍ଷୀ ଜିମ ଲୁକରେ ନଜର ଆସିଛନ୍ତି । ତେବେ ଏଥର ନିଜ ଲୁକକୁ ନେଇ ସେ ଯେତିକି ଚର୍ଚ୍ଚାକୁ ଆସି ନାହାନ୍ତି ତା’ଠାରୁ ଅଧିକ ଚର୍ଚ୍ଚାକୁ ଆସିଛନ୍ତି ତାଙ୍କ ଅଡିଓକୁ ନେଇ । ଉକ୍ତ ଭିଡିଓରେ ରାକ୍ଷୀ କହିଛନ୍ତି ହେ ଭଗବାନ ସଲମାନଙ୍କ ପୂର୍ବରୁ ମୋତେ ଉଠେଇନି । ସଲମାନ ମୋତେ ଖୁବ୍ ସାହାଯ୍ୟ କରିଛନ୍ତି । ତାଙ୍କ ସାହାଯ୍ୟରେ ମୁଁ ମୋ ମାଆଙ୍କର ଚିକିତ୍ସା କରାଇ ପାରିଛି । ସେ କେବଳ ମୋତେ ନୁହେଁ ଅନେକ ଲୋକଙ୍କ ପାଇଁ ସାହାଯ୍ୟର ହାତ ବଢାଇଛନ୍ତି । ତେଣୁ ସଲମାନ ଅଧିକାଂଶ ଲୋକଙ୍କୁ ଦରକାର । ତେଣୁ ମୋର ବାକି ଆୟିଷ ତାଙ୍କୁ ଦିଅନ୍ତୁ ଭଗବାନ । ଏମିତି କିଛି କହି ସେ ସଲମାନଙ୍କ ଦୀର୍ଘ ଜୀବନ କାମନା କରିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ରାକ୍ଷୀଙ୍କ ମାଆ ଅସୁସ୍ଥ ଥିବା ସମୟରେ ସେ ବହୁ ଆର୍ଥିକ ସମସ୍ୟା ଦେଇ ଗତି କରୁଥିଲେ । ଏମିତିକି ମାଆଙ୍କ ଚିକିତ୍ସା କରିବାକୁ ତାଙ୍କ ପାଖରେ ଅର୍ଥର ଅଭାବ ଥିଲା । ଆଉ ଏତିକି ବେଳେ ସଲମାନ ଖାଁ ତାଙ୍କୁ ସାହାଯ୍ୟ କରିଥିଲେ । ଏହାପରେ ରାକ୍ଷୀଙ୍କ ମାଆ ଏକ ଭିଡିଓ ଶେୟାର କରି ସଲମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?