ମାଆଙ୍କ ପରଲୋକ ପରେ ଭାଙ୍ଗିପଡିଛନ୍ତି ରାକ୍ଷି

ମୁମ୍ବାଇ: ‘ବିଗ ବସ’ ଫେମ ଅଭିନେତ୍ରୀ ରାକ୍ଷି ସାୱନ୍ତଙ୍କ ମାଆ ଜୟାଙ୍କର ଶନିବାର ରାତିରେ ପରଲୋକ ହୋଇଛି । ବ୍ରେନ ଟ୍ୟୁମରେ ପୀଡ଼ିତ ଥିବା ଜୟାଙ୍କର ଦୀର୍ଘଦିନ ହେବ ଚିକିତ୍ସା ଚାଲିଥିଲା । ରାକ୍ଷି ତାଙ୍କ ମାଆଙ୍କର ଖୁବ୍ ନିକଟତର ଥିଲେ । ଏବେ ତାଙ୍କର ପରଲୋକରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଛନ୍ତି ଅଭିନେତ୍ରୀ । ହସ୍ପିଟାଲରୁ ମାଆଙ୍କୁ ନେଇଯିବା ସମୟରେ ସେ ବଲିଉଡ ଭାଇଜାନ ସଲମାନ ଖାଁଙ୍କୁ ମନେ ପକାଇଛନ୍ତି ।
ଶନିବାର ରାକ୍ଷି ତାଙ୍କ ମାଆଙ୍କୁ ହସ୍ପିଟାଲରୁ ନେଇଯାଉଥିବା ସମୟରେ ଭୋ ଭୋ ହୋଇ କାନ୍ଦୁଥିବା ଦେଖାଯାଇଥିଲା । ଏହି ସମୟରେ ସେ ବାରମ୍ବାର କହୁଥିଲେ, ‘ସଲମାନ ଭାଇ ମା’ ମରିଗଲା’ । ରାକ୍ଷିଙ୍କ ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହାସହ ରାକ୍ଷି ତାଙ୍କ ମାଆଙ୍କୁ ହରାଇ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଥିବା ଦେଖାଯାଇଛି ।
ସୂଚନାଯୋଗ୍ୟ, ରାକ୍ଷି ସାୱନ୍ତଙ୍କ ମାଆ ଜୟା ସାୱନ୍ତ ପ୍ରାୟ ୩ ବର୍ଷ ହେବ କ୍ୟାନସରରେ ପୀଡ଼ିତ ଥିଲେ । ମୁମ୍ବାଇରେ ରାକ୍ଷି ତାଙ୍କର ଚିକିତ୍ସା କରାଉଥିଲେ । ହେଲେ ସମୟ କ୍ରମେ ଏହା କିଡନୀ ଓ ଲିଭରକୁ ଆକ୍ରନ୍ତ କରିବା ସଂହ ମଲଟି ଅର୍ଗାନ ଫେଲ୍ୟୁୟର ହୋଇଥିଲା । ଜାନୁୟାରୀରେ ତାଙ୍କର ବ୍ରେନ ଟ୍ୟୁମର ବି ହୋଇଯାଇଥିଲା । ଫଳରେ ସେ କାହାକୁ ଚିହ୍ନି ପାରୁ ନ ଥିଲେ । ଏହି ଚିକିତ୍ସା ସମୟରେ ସଲମାନ ଖାଁଙ୍କ ଠାରୁ ଆରମ୍ଭ କରି ମୁକେଶ ଅମ୍ବାନିଙ୍କ ପର୍ଯ୍ୟନ୍ତ ସମସ୍ତେ ରାକ୍ଷିଙ୍କୁ ସାହାଯ୍ୟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri