କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା ରାଖୀ କଙ୍ଗନାଙ୍କ ସହ ରାଜନୀତିରେ ମୁକାବିଲା କରିବାକୁ ଚାହୁଁଛନ୍ତି। ଯଦି କଂଗ୍ରେସ ତାଙ୍କୁ ସୁଯୋଗ ଦିଏ ତେବେ ସେ ମଣ୍ଡିରୁ ନିର୍ବାଚନ ଲଢ଼ିବେ। ଏପରିକି ସେଠାରେ କଙ୍ଗନାଙ୍କୁ ସହଜରେ ପରାଜିତ କରିବେ ବୋଲି ରାଖୀ କହିଛନ୍ତି।

ଅଭିନେତ୍ରୀ କହିଛନ୍ତି, କଙ୍ଗନା ଗତ ୩-୪ ବର୍ଷ ଧରି ମଣ୍ଡିରୁ ନିର୍ବାଚନ ଲଢ଼ିବାକୁ ସଂଘର୍ଷ କରୁଛନ୍ତି। ବିରୋଧୀ ଦଳକୁ ସେ ସର୍ବଦା ଟାର୍ଗେଟ କରିଛନ୍ତି। ଏଣୁ ଏବେ ମୋତେ ଭାଜପା ଟିକେଟ ମିଳିବ ନାହିଁ। ଏଣୁ ରାହୁଲଙ୍କୁ ଅଫର ଦେଉଛି ଯେ ସେ ମୋତେ କଙ୍ଗନାଙ୍କ ବିପକ୍ଷରେ ପ୍ରାର୍ଥୀ କରନ୍ତୁ। ମୁଁ ନିଶ୍ଚିତ ଭାବେ ମଣ୍ଡିରୁ ବିଜେତା ହେବି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?