୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ, ସିଂହ ଓ କନ୍ୟା ରାଶିର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ମେଷ ରାଶିର ଲୋକଙ୍କୁ ସ୍ବାସ୍ଥ୍ୟ ଓ ମାନସିକ ଚାପ ପ୍ରତି ସତର୍କ ରହିବାକୁ ପଡ଼ିପାରେ। କାମର ଚାପ ଯୋଗୁ ଚିନ୍ତା ବଢ଼ିପାରେ। ବ୍ୟବସାୟରେ ନିବେଶ କରିବା ସମୟରେ ତରବରିଆ ନିଷ୍ପତ୍ତି ନନେବା ଭଲ। ଅସାବଧାନତା ଯୋଗୁ ଆର୍ଥିକ କ୍ଷତି ହୋଇପାରେ।

ସିଂହ ରାଶିର ବ୍ୟକ୍ତିମାନେ ଆର୍ଥିକ ମାମଲାରେ ସତର୍କ ରୁହନ୍ତୁ। କାହାକୁ ଟଙ୍କା ଧାର ଦେବା କିମ୍ବା ବଡ଼ ଆର୍ଥିକ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବେ ବିଚାର କରନ୍ତୁ। ଅନାବଶ୍ୟକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ମଧ୍ୟ ଜରୁରୀ ହୋଇପାରେ।

କନ୍ୟା ରାଶିର ବିବାହିତ ବ୍ୟକ୍ତିଙ୍କ ସମ୍ପର୍କରେ ତଣାପୋଡ଼ ବଢ଼ିପାରେ ବୋଲି ଜ୍ୟୋତିଷବିଦ୍‌ମାନେ କହୁଛନ୍ତି। ଚାକିରି କରୁଥିବା ଲୋକଙ୍କୁ କାର୍ଯ୍ୟକ୍ଷେତ୍ରରେ କିଛି ବାଧାର ସାମ୍ନା କରିବାକୁ ପଡ଼ିପାରେ। ତେଣୁ କୌଣସି ନିଷ୍ପତ୍ତି ତରବରିଆ ଭାବେ ନ ନେବାକୁ ପରାମର୍ଶ ଦିଆଯାଇଛି।

ଜ୍ୟୋତିଷ ମତାନୁସାରେ, ଚନ୍ଦ୍ରଗ୍ରହଣର ଅଶୁଭ ପ୍ରଭାବରୁ ରକ୍ଷା ପାଇଁ ଓମ ନମଃ ଶିବାୟ ଏବଂ ଓଁ ସୋଂ ସୋମାୟ ନମଃ ମନ୍ତ୍ର ଜପ କରିବାକୁ କୁହାଯାଏ।
ତେବେ ଭାରତରେ ଏହି ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ନହେବାରୁ ସୂତକ କାଳ ମାନ୍ୟ ହେବ ନାହିଁ ବୋଲି ଉଲ୍ଲେଖ କରାଯାଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?