ଆମିରଙ୍କୁ ଟକ୍କର ଦେବାକୁ ଆସୁଛନ୍ତି ଅକ୍ଷୟ

ମୁମ୍ବାଇ: ବ୍ୟାକ ଟୁ ବ୍ୟାକ ୨ଟି ଫ୍ଲପ ଫିଲ୍ମ ଭେଟି ଦେଇଥିବା ଅକ୍ଷୟ କୁମାର ଏବେ ଆମିର ଖାଁଙ୍କୁ ଟକ୍କର ଦେବାକୁ ଆସୁଛନ୍ତି । ନିକଟରେ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଫିଲ୍ମ ‘ପୃଥ୍ୱିରାଜ’ ରିଲିଜ ହୋଇଥିଲେ ବି ଏହା ଦର୍ଶକଙ୍କୁ ଏତେଟା ପସନ୍ଦ ଆସିନାହିଁ । ଏବେ ଆମିର ଖାଁଙ୍କ ଅଭିନୀତ ଫିଲ୍ମ ‘ଲାଲ ସିଂ ଚଢା’ ରିଲିଜ ଅପେକ୍ଷାରେ ଥିବା ବେଳେ ଅକ୍ଷୟ ତାଙ୍କ ଅଗାମୀ ଫିଲ୍ମ ‘ରକ୍ଷା ବନ୍ଧନ’ର ରିଲିଜ ଡେଟ ଶେୟାର କରିଛନ୍ତି ।
ଅକ୍ଷୟ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ପୋଷ୍ଟ ଶେୟାର କରିଛନ୍ତି ଯାହା ଦ୍ରୁତ ଗତିରେ ଭାଇରାଲ ହେବାରେ ଲାଗିଛି । ଏଥିରେ ସେ ‘ରକ୍ଷା ବନ୍ଧନ’ର ରିଲିଜ ଡେଟ ସମ୍ପର୍କରେ ସୂଚନା ଦେଇଛନ୍ତି । ତେବେ ୧୧ ଅଗଷ୍ଟ ୨୦୨୨ରେ ‘ରକ୍ଷା ବନ୍ଧନ’ ସିନେମା ହଲରେ ରିଲିଜ ହେବ ବୋଲି ଅକ୍ଷୟ କହିଛନ୍ତି ।
ଆନନ୍ଦ ଏଲ ରୟଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ଅକ୍ଷୟଙ୍କ ସହ ଭୂମି ପେଡନେକରଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ । ଅକ୍ଷୟ ଫିଲ୍ମର ରିଲିଜ ଡେଟ ଘୋଷଣା କରିବା ପରେ ଏବେ ପ୍ରଶଂସକ ଏହାକୁ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?