ପୁଣି ରୋମାଣ୍ଟିକ୍‌ ହେଲେ ରାକ୍ଷୀ, ରିତେଶଙ୍କ ପରେ କିଏ ପଚାରିଲେ…

ଡ୍ରାମା କୁଇନ୍‌ ରାକ୍ଷୀ ସାୱନ୍ତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ବୃତ୍ତିଗତ ହେଉ କି ବ୍ୟକ୍ତିଗତ ଜୀବନ ସର୍ବଦା ଆଲୋଚନାରେ ରହିବା ପାଇଁ ସେ କିଛିନା କିଛି କରିଥାନ୍ତି। ସୋସିଆଲ ମିଡିଆରେ ଆକ୍ଟିଭ ରାକ୍ଷୀ ତାଙ୍କ ପ୍ରଂଶସକ ଙ୍କ ପାଇଁ କିଛି ନା କିଛି ଫଟୋ, ଭିଡିଓ ଶେୟାର କରନ୍ତି।
ବର୍ତ୍ତମାନ ରାକ୍ଷୀଙ୍କୁ ଏକ ନୂଆ ପ୍ରେମ ମିଳିଯାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ସେ ତାଙ୍କ ସହ ଫଟୋ ଭିଡିଓ ଶେୟାର କରିଥିବା ବେଳେ ପ୍ରଂଶସକ ରାକ୍ଷୀଙ୍କୁ ସେ କିଏ ବୋଲି ପ୍ରଶ୍ନ କରିଛନ୍ତି। ନିକଟରେ ରାକ୍ଷୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ରିତେଶଙ୍କ ଠାରୁ ଅଲଗା ହେବା ପରେ ରୋମାଣ୍ଟିକ ହୋଇଥିବା ନଜର ଆସିଛନ୍ତି। ଭିଡିଓରେ ସେ ତାଙ୍କର ଏକ ନିକଟତର ବନ୍ଧୁ ସହିତ ନଜର ଆସିଛନ୍ତି। ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ବିଗ୍‌ ବସ୍‌ରେ ରାକ୍ଷୀ ସ୍ବାମୀ ରିତେଶଙ୍କ ବିଷୟରେ ଅନେ କିଛି କହି ତାଙ୍କୁ ଦେଖାଇଥିଲେ ଥିଲେ। ମାତ୍ର ତାଙ୍କ ମଧ୍ୟରେ ଥିବା ଏହି ପ୍ରେମକୁ ଦେଖିବାକୁ ମିଳି ନ ଥିଲା। ଶୋ’ରୁ ବାହାରିବା ପରେ ରିତେଶ ରାକ୍ଷୀଙ୍କ ସହ ସମ୍ପର୍କ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri